ଓଡ଼ିଶା : Category News


ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ

BHAGYAPRABHA NEWS | ଓଡ଼ିଶା | | 7530 | Read...

ରାଜ୍ୟରେ ଆଉ ୧୫୩  କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୧୫୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨୦୦ରେ ପହଁଚିଛି । ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ ୪୩ ଜଣ ଅଛନ୍ତି ।ସେହିପରି ଜଗତ



ଭୁବନେଶ୍ୱରରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଚିହ୍ନଟ

BHAGYAPRABHA NEWS | ଓଡ଼ିଶା | | 7528 | Read...

ଭୁବନେଶ୍ୱରରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀରେ କରୋନା ଦ୍ରୁତ ଗତିରେ ମାଡ଼ି ଚାଲିଛି। ପ୍ରତ୍ୟେକ ଦିନ ରାଜଧାନୀର ବିଭିନ୍ନ ବସ୍ତି ଓ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଭୁବନେଶ୍ୱରରୁ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମ



ସାଗର ଜ୍ୟୋତି ଶିକ୍ଷା ନିକେତନ ସଂସ୍ଥା ପକ୍ଷରୁ ଗରୀବଙ୍କୁ ମାସ୍କ ଓ ଶୁଖିଲା ଖାଦ୍ୟ ବଣ୍ଟନ

Kiran Behera | ଓଡ଼ିଶା | ଗଞ୍ଜାମ | 7527 | Read...

ସାଗର ଜ୍ୟୋତି ଶିକ୍ଷା ନିକେତନ ସଂସ୍ଥା ପକ୍ଷରୁ ଗରୀବଙ୍କୁ ମାସ୍କ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ତଥା ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଇଂ . ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ନେତୃତ୍ବରେ ଶୁକ୍ରବାର ଦିନ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ଅଧୀନ ଆଙ୍କୋରଡା ଓ ରାଜପୁର



ରାଜ୍ୟରେ ଆଉ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ

BHAGYAPRABHA NEWS | ଓଡ଼ିଶା | | 7526 | Read...

ରାଜ୍ୟରେ ଆଉ ୧୬୫ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ଚିହ୍ନଟ 165 ଆକ୍ରାନ୍ତ ମଧ୍ୟରେ ପଶ୍ଚିମବଙ୍ଗ ଆମ୍ପାନ୍‌ ଉଦ୍ଧାର କାର୍ଯ୍ୟରୁ ଫେରିଥିବା 11 ଜଣ କର୍ମଚାରୀ ରହିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରୁ 41 ଜଣ ରହିଥିବାବେଳେ ଗଜପତିରୁ 28 ଜଣ, କଟକରୁ 20 ଜଣ, ଖୋର୍ଦ୍ଧା ଓ ଯାଜପୁରରୁ 8



ସାନଖେମୁଣ୍ଡି ବିଜେପି ପକ୍ଷରୁ ଦିଗପହଣ୍ଡି ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ କୋରୋନା ଯୋଦ୍ଧା ଭାବେ ସମ୍ମାନିତ

Kiran Behera | ଓଡ଼ିଶା | ଗଞ୍ଜାମ | 7525 | Read...

ସାନଖେମୁଣ୍ଡି ବିଜେପି ପକ୍ଷରୁ ଦିଗପହଣ୍ଡି ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ କୋରୋନା ଯୋଦ୍ଧା ଭାବେ ସମ୍ମାନିତ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଭାରତୀୟ ଜନତା ପାର୍ଟି ପକ୍ଷରୁ ଶୁକ୍ରବାର ଦିନ ଦିଗପହଣ୍ଡି ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପରିସରରେ ସ୍ଥାନୀୟ ଅଧିକାରୀ ସମେତ କର୍ମଚାରୀମାନଙ୍କୁ ସମ୍ମାନିତ କରାଯାଇଥିଲା । ଖବରନୁଯାୟୀ , ସମ୍