: District News


ରାଜ୍ୟରେ ଆଉ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ

BHAGYAPRABHA NEWS | ଓଡ଼ିଶା | | 8605 | Read...

ରାଜ୍ୟରେ ଆଉ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୨୫୪୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୯୪୭୦ରେ ପହଁଚିଛି । ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୬୨୭ଜଣ ଆରୋଗ୍ୟ