: District News


୧୬ ତାରିଖରୁ ଖୋଲିବ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିର

BHAGYAPRABHA NEWS | ଦେଶଦୁନିଆ | | 8296 | Read...

୧୬ ତାରିଖରୁ ଖୋଲିବ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିର

ଚାରି ମାସ ପରେ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ମିଳିବ । ମାଆଙ୍କୁ ପୂଜାର୍ଚ୍ଚନା କରିବେ ଭକ୍ତ । ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ବୈଷ୍ଣୋ ଦେବୀ ଯାତ୍ରା । ଜମ୍ମୁ କଶ୍ମୀର ସରକାର ରାଜ୍ୟରେ ସବୁ ଧାର୍ମିକ ସ୍ଥଳୀ ଖୋଲିବାକୁ ଘୋଷଣ



ହାପି ବାର୍ଥ ଡେ କାଜଲ

Srabani Nayak | ମନୋରଞ୍ଜନ | | 8295 | Read...

ହାପି ବାର୍ଥ ଡେ କାଜଲ

ବଲିଉଡର ସୁବଠୁ ଚୁଲବୁଲି ଅଭିନେତ୍ରୀ କାଜୋଲ ଆଜି ୪୬ ବର୍ଷ ବୟସରେ ପାଦ ଦେଇଛନ୍ତି। ସେ ତେବେ କାଜଲଙ୍କ ଜନ୍ମଦିନ ଅବସରରେ ଆସନ୍ତୁ ଜାଣିବା ତାଙ୍କ ବିଷୟରେ କିଛି କଥା - - ୧୯୯୨ରେ 'ବେଖୁଦୀ' ଫିଲ୍ମ ଜରିଆରେ ବଲିଉଡରେ ଡେବ୍ୟୁ କରିଥି



ଆସନ୍ତାକାଲିଠୁ ମ୍ୟାଟ୍ରିକ ଖାତା ରିଚେକିଂ ଆବେଦନ

BHAGYAPRABHA NEWS | ସ୍ବାସ୍ଥ୍ୟ | | 8294 | Read...

ଆସନ୍ତାକାଲିଠୁ ମ୍ୟାଟ୍ରିକ ଖାତା ରିଚେକିଂ ଆବେଦନ

ଆସନ୍ତାକାଲିଠାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମ୍ୟାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ଓ ଉଭୟ ଖାତାର ଜେରକ୍ସ କପି ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହେବ। ବୋର୍ଡର ୱେବ୍‌ସାଇଟ୍‌ www.bseodisha.ac.in ରେ ଆବେଦନର ସମସ୍



ଆଜି ଅଯୋଧ୍ୟାରେ ରାମ ମନ୍ଦିରର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦୀ

BHAGYAPRABHA NEWS | ଦେଶଦୁନିଆ | | 8293 | Read...

ଆଜି ଅଯୋଧ୍ୟାରେ ରାମ ମନ୍ଦିରର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭଗବାନ ରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ନୂଆ ଇତିହାସ ସୃଷ୍ଟି ହେବାକୁ ମାତ୍ର କିଛି ଘଣ୍ଟା ବାକି ଅଛି । ରାମ ଜନ୍ମଭୂମିରେ ରାମମନ୍ଦିର ନିର୍ମାଣର ସ୍ୱପ୍ନ ପୂରଣ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାମ



ବେରୁଟର ବନ୍ଦର ଅଞ୍ଚଳରେ ବିସ୍ଫୋରଣ: ୭୮ ମୃତ, ୪୦୦୦ରୁ ଅଧିକ ଆହତ

BHAGYAPRABHA NEWS | ଦେଶଦୁନିଆ | | 8292 | Read...

ବେରୁଟର ବନ୍ଦର ଅଞ୍ଚଳରେ  ବିସ୍ଫୋରଣ: ୭୮ ମୃତ, ୪୦୦୦ରୁ ଅଧିକ ଆହତ

ଲେବାନନର ରାଜଧାନୀ ବେରୁଟର ବନ୍ଦର ଅଞ୍ଚଳରେ ଗତକାଲି ହୋଇଥିବା ଭୟାନକ ବିସ୍ଫୋରଣରେ ୭୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏଥିରେ ଆହୁରି ଅନେକ ଲୋକ ନିଖୋଜ ଥିବାରୁ ମୃତାହତଙ୍କ ସଂଖ୍ୟା ବଢ଼ିପା



କୋଭିଡ ଯୋଦ୍ଧାଙ୍କ ପାଇଁ କାଲି ସନ୍ଧ୍ୟାରେ ନୀରବ ପ୍ରାର୍ଥନା କରିବାକୁ ଅପିଲ

BHAGYAPRABHA NEWS | ଓଡ଼ିଶା | | 8291 | Read...

କୋଭିଡ ଯୋଦ୍ଧାଙ୍କ ପାଇଁ କାଲି ସନ୍ଧ୍ୟାରେ ନୀରବ ପ୍ରାର୍ଥନା କରିବାକୁ ଅପିଲ

କାଲି ସନ୍ଧ୍ୟା ୬ଟାରେ ନୀରବ ପ୍ରାର୍ଥନା ପାଇଁ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । କୋଭିଡ ଯୋଦ୍ଧାଙ୍କ ସମ୍ମାନାର୍ଥେ ସନ୍ଧ୍ୟାରେ ୧ମିନିଟର ନିରବ ପ୍ରାର୍ଥନା କରିବା ପାଇଁ ରାଜ୍ୟବାସୀଙ୍କୁ ମ



କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ

BHAGYAPRABHA NEWS | ଦେଶଦୁନିଆ | | 8290 | Read...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା। କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ଧର୍ମେନ୍ଦ୍ର ହରିଆଣାର ମେଦାନ୍ତ ହସପିଟାଲ ଭର୍ତ୍ତି ହୋଇଛନ୍ତି। ୫୧ ବର୍ଷୀୟ ଧର୍ମେନ୍ଦ୍ର ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀ ଭାବେ