ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପ-ନିର୍ଦ୍ଦେଶକଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ

May 03, 2024, ସାଧାରଣ ନିର୍ବାଚନ-୨୦୨୪, ଗଜପତି, Rasmi Ranjan Sahu
ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପ-ନିର୍ଦ୍ଦେଶକଙ୍କ ଦିନିକିଆ ଗଜପତି ଜିଲ୍ଲା ଗସ୍ତ
Rasmi Ranjan Sahu
[ Reporter- Paralakhemundi, Gajapati ]
Bhagyaprabha News Bureau
May 03, 2024

ସୂଚନା ଓ ଲୋକସମ୍ପର୍କ ବିଭାଗ (ଦକ୍ଷିଣାଞ୍ଚଳ) ଉପ-ନିର୍ଦ୍ଦେଶକ ଶ୍ରୀ ଲଲାଟେନ୍ଧୁ ମହାପାତ୍ର ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଏବଂ ସୂଚନା କେନ୍ଦ୍ର ତଥା ପାଠାଗାର ନିରୀକ୍ଷଣ କରିଥିଲେ। କାର୍ଯ୍ୟାଳୟରେ ଥିବା ସମସ୍ତ କାର୍ଯ୍ୟ ପ୍ରକ୍ରିୟା ବିଷୟରେ ପଚାରି ବୁଝିବା ସହିତ କର୍ମଚାରୀ ମାନଙ୍କ ସହ ଆଗାମୀ କାର୍ଯ୍ୟ ପ୍ରଣାଳୀକୁ ତ୍ୱରାନ୍ୱିତ କରିବାପାଇଁ ଏକ ବୈଠକ ମାଧ୍ୟମରେ ସୂଚନା ଦେଇଥିଲେ। ନିର୍ବାଚନର ଏମସିଏମସି ବିଷୟ ବସ୍ତୁକୁ ମଧ୍ଯ ଆଲୋଚନା କରିଥିଲେ ଓ ଗସ୍ତର ପରବର୍ତ୍ତୀ କ୍ଷେତ୍ରରେ,ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନା ଶୈଳୀକୁ ବେଶ୍ ପ୍ରଶଂସା କରିଥିଲେ । କାର୍ଯ୍ୟାଳୟର ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ଚାଲିଥିବା ଅବଗତ ହୋଇ ଶ୍ରୀ ମହାପାତ୍ର ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଆହୁରି ଉନ୍ନତ ପ୍ରଣାଳୀରେ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ନିରୀକ୍ଷଣ କାର୍ଯ୍ୟ ସମୟରେ ବରିଷ୍ଠ କର୍ମଚାରୀ ନରସିଂହ ବଜବନ୍ଧୁ,ଓ ସମେତ କର୍ମଚାରୀ ପ୍ରଦୀପ କୁମାର ରଥ ସହିତ ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗଜପତି - ଜିଲ୍ଲାରେ ଭୋଟର ସଚେତନତାରେ  ଏଲିଡି ବ୍ୟାନ, ଦସ୍ତଖତ ଅଭିଯାନର ଶୁଭାରମ୍ଭ

ଗଜପତି - ଜିଲ୍ଲାରେ ଭୋଟର ସଚେତନତାରେ ଏଲିଡି ବ୍ୟାନ, ଦସ୍ତଖତ ଅଭିଯାନର ଶୁଭାରମ୍ଭ

Read More...

ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା

ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ରାଜ୍ୟ ବିଜେପି ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: