ମେ ୧୩ରେ ପିପିଲି ଉପନିର୍ବାଚନ

April 18, 2021, ରାଜନୀତି, ପୁରୀ, BHAGYAPRABHA NEWS
ମେ ୧୩ରେ ପିପିଲି ଉପନିର୍ବାଚନ
BHAGYAPRABHA NEWS
[ INPUT ]
Bhagyaprabha News Bureau
April 18, 2021

ପିପିଲି ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ସାନି ତାରିଖ । ଆସନ୍ତା ମେ ୧୩ ତାରିଖରେ ହେବ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏପ୍ରିଲ ୧୯ ରେ ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏପ୍ରିଲ ୨୬ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି । ଏପ୍ରିଲ ୨୭ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୯ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ସେହିପରି ମେ ୧୬ ତାରିଖରେ ଭୋଟ ଗଣତି ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।ସୂଚନାନୁସାରେ, ପିପିଲି ଉପନିର୍ବାଚନ ପାଇଁ ଏପ୍ରିଲ ୧୭ ଅର୍ଥାତ ଆଜି ଭୋଟ ଗ୍ରହଣ ହେବାର ଥିଲା । କିନ୍ତୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନ ସ୍ଥଗିତ ରହିଥିଲା ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କ୍ୱାରେଣ୍ଟାଇନରେ ରହିବେ କୁମ୍ଭମେଳା ଶ୍ରଦ୍ଧାଳୁ

କ୍ୱାରେଣ୍ଟାଇନରେ ରହିବେ କୁମ୍ଭମେଳା ଶ୍ରଦ୍ଧାଳୁ

Read More...

ଦିଗପହଣ୍ଡି ପୋଲିସର ନାଇଟ କର୍ଫ୍ୟୁ ଚେକିଂ କଡାକଡି : ଅମାନିଆ ଠାରୁ ଜୋରିମାନା ଆଦାୟ

ଦିଗପହଣ୍ଡି ପୋଲିସର ନାଇଟ କର୍ଫ୍ୟୁ ଚେକିଂ କଡାକଡି : ଅମାନିଆ ଠାରୁ ଜୋରିମାନା ଆଦାୟ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: