ରକ୍ତ ଦାନ ଶିବିର ଅନୁଷ୍ଠିତ

May 28, 2021, ଓଡ଼ିଶା, ଗଞ୍ଜାମ, Gouri Shankar Mishra
ରକ୍ତ ଦାନ ଶିବିର ଅନୁଷ୍ଠିତ
Gouri Shankar Mishra
[ Video Journalist ]
Bhagyaprabha News Bureau
May 28, 2021

କରୋନା ମହାମାରୀ ସମୟରେ ରକ୍ତ ଅଭାବକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ନେତୃତରେ ଓଡିଶା ମୋ ପରିବାରର ଜୀବନବିନ୍ଦୁ ତରଫରୁ ପ୍ରାପ୍ତି କଲ୍ୟାଣି ମଣ୍ଡପ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଶିବିରରେ ସ୍ବେଛାକୃତ ଭାବେ 40 ୟୁନିଟ ରୁ ଉର୍ଦ୍ଧ ରକ୍ତ ସଂଗ୍ରହ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସୁବାଷ ମହାରଣା ,ବିଜୟ ସାମଲ,ମୋଦନ ଦଳାଇ , ଅଜିତ ପାଣ୍ଡ ,ଜ୍ୟୋତି ସାହୁ , ସନ୍ତୋଷ ପାତ୍ର,ଆଦିତ୍ୟ ପଟନାୟକ, କେ ମଧୁସୂଦନ ରାଓ, ଅଶ୍ୱିନୀ ପଟନାୟକ,ଵିକ୍ରମ କୁମାର ଜେନା ଆଦି ବିଜୁ ଜନତା ଦଳର ବହୁ କର୍ମୀ ଯୋଗଦେଇଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଗରିବ ଲୋକମାନଙ୍କୁ ଖାଦ୍ୟ ବଣ୍ଟନ

ଗରିବ ଲୋକମାନଙ୍କୁ ଖାଦ୍ୟ ବଣ୍ଟନ

Read More...

ଆଜି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ, ବାତ୍ୟା ପ୍ରଭାବିତ ଅଞ୍ଚଳର କରିବେ ପରିଦର୍ଶନ

ଆଜି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ, ବାତ୍ୟା ପ୍ରଭାବିତ ଅଞ୍ଚଳର କରିବେ ପରିଦର୍ଶନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: