ରାଜଧାନୀରେ ଖୋଲିଲା ହଲ୍ ଓ ମଲ୍ଟିପ୍ଲେକ୍ସ

July 26, 2021, ଦେଶଦୁନିଆ, , BHAGYAPRABHA NEWS
ରାଜଧାନୀରେ ଖୋଲିଲା ହଲ୍ ଓ ମଲ୍ଟିପ୍ଲେକ୍ସ
BHAGYAPRABHA NEWS
[ INPUT ]
Bhagyaprabha News Bureau
July 26, 2021

ରାଜଧାନୀ ଦିଲ୍ଲୀରେ ସୋମବାରଠୁ ଖୋଲିଛି ସିନେମା ହଲ, ଥିଏଟର ଓ ମଲ୍ଟିପ୍ଲେକ୍ସ । ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଖୋଲିଲା ସିନେମା ହଲ। ସେହିପରି ବିବାହ ଉତ୍ସବ ଓ ଶେଷ କୃତ୍ୟ କାର୍ଯ୍ୟରେ ୧୦୦ ଜଣ ପର୍ଯ୍ୟନ୍ତ ଲୋକ ସାମିଲ ହେବାକୁ ଅନୁମତି ଦେଇଛନ୍ତି। ସେହିପରି ମେଟ୍ରୋ ଯାତ୍ରାରେ ମଧ୍ୟ କୋହଳ ହୋଇଛି। ୧୦୦ ପ୍ରତିଶତ କ୍ଷମତା ସହିତ ମେଟ୍ରୋ ଚାଲିବ ହେଲେ କୌଣସି ଯାତ୍ରୀ ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। ସେହିପରି ଦିଲ୍ଲୀ ସରକାର ସର୍ତ୍ତ ମୂଳକ ଭାବେ ସ୍ପା ଖୋଲିବା ଅନୁମତି ଦେଇଛନ୍ତି। ତେବେ ସ୍ପାରେ କାମ କରୁଥିବା କର୍ମଚାରୀମାନେ ଦୁଇଟି ଡୋଜ ଟିକା ନେଇଥିବା ଜରୁରୀ ବୋଲି କୁହାଯାଇଛି।ଆନ୍ତରାଜ୍ୟ ବସ୍ ଚଳାଚଳ ୧୦୦ ପ୍ରତିଶତ କ୍ଷମତା ସହିତ ହେବ। ଏଥିସହିତ ଦିଲ୍ଲୀରେ ପୂର୍ବ ପରି ସ୍କୁଲ, କଲେଜ, ଇନଷ୍ଟିଚ୍ୟୁଟ, ସାମାଜିକ, ରାଜନୈତିକ, ସ୍ପୋର୍ଟ୍ସ, ସାଂସ୍କୃତିକ, ଧାର୍ମିକ, ପର୍ବପର୍ବାଣୀ ଓ ମନୋରଞ୍ଜନ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି କାରଗିଲ ବିଜୟ ଦିବସ

ଆଜି କାରଗିଲ ବିଜୟ ଦିବସ

Read More...

କରୋନା କଟକଣା ଭିତରେ ଆଜିଠାରୁ ଖୋଲିବ ସ୍କୁଲ

କରୋନା କଟକଣା ଭିତରେ ଆଜିଠାରୁ ଖୋଲିବ ସ୍କୁଲ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: