ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ଜଣେ ମୃତ, ୪ ଆହତ

September 04, 2021, ଦେଶଦୁନିଆ, , BHAGYAPRABHA NEWS
ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ଜଣେ ମୃତ, ୪ ଆହତ
BHAGYAPRABHA NEWS
[ INPUT ]
Bhagyaprabha News Bureau
September 04, 2021

ମହାରାଷ୍ଟ୍ରର ବୋଇସରରେ ଜଖାରିଆ ଫେବ୍ରିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଦମକଳ ବିଭାଗର ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଚେଷ୍ଟା କରୁଛି । ବିଲ୍ଡିଂ ଭିତରେ ମଧ୍ୟ କିଛି ଲୋକ ଫସି ରହିବା ଆଶଙ୍କା ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଇ -ଫାଇଲିଂଗ କର୍ମଶାଳା ଅନୁଷ୍ଠିତ

ଇ -ଫାଇଲିଂଗ କର୍ମଶାଳା ଅନୁଷ୍ଠିତ

Read More...

OSRTCର ୧୧୦ଟି ନୂଆ ବସ୍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

OSRTCର ୧୧୦ଟି ନୂଆ ବସ୍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: