ଗଞ୍ଜାମରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

September 11, 2021, ଓଡ଼ିଶା, ଗଞ୍ଜାମ, Swadhina Kumar Sahu
ଗଞ୍ଜାମରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
Swadhina Kumar Sahu
[ District Reporter ,Ganjam ]
Bhagyaprabha News Bureau
September 11, 2021

ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଗସ୍ତ ଅବସରରେ ଘଟକେଶ୍ବର ବହୁମୁଖୀ ପ୍ରକଳ୍ପ, ଟାଟା ୟୁନିଟ୍, କାଳେଶ୍ବର ମନ୍ଦିର, ମା' ତାରା ତାରିଣୀ ମନ୍ଦିର ପ୍ରମୁଖ ସ୍ଥାନ ଗସ୍ତ କରି ଉନ୍ନୟନ କାର୍ଯ୍ୟର ତଦାରଖ କରିଥିଲେ ମୁଖ୍ୟ ଶାସନ ସଚିବ । ଏଥିସହ ବ୍ରହ୍ମପୁର ସହରର ରାମଲିଙ୍ଗେଶ୍ବର ପାର୍କରେ ଆୟୋଜିତ ସଭାରେ ଯୋଗଦେଇ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ଜିଲ୍ଲାପାଳ, ମହାନଗର ନିଗମ କମିଶନର ପ୍ରମୁଖ ଉପସ୍ଥିତ ଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମହିଳାଙ୍କ ଆତ୍ମହତ୍ୟା : ଯୈାତୁକ ଜନିତ ହତ୍ୟା ଅଭିଯୋଗ କଲେ ପରିବାର , ସ୍ବାମୀ ଅଟକ

ମହିଳାଙ୍କ ଆତ୍ମହତ୍ୟା : ଯୈାତୁକ ଜନିତ ହତ୍ୟା ଅଭିଯୋଗ କଲେ ପରିବାର , ସ୍ବାମୀ ଅଟକ

Read More...

ରାଜ୍ୟରେ ୬୩୦ ସଂକ୍ରମିତ, ଆଉ ୧୧୬ ଛୁଆ ପଜିଟିଭ୍

ରାଜ୍ୟରେ ୬୩୦ ସଂକ୍ରମିତ, ଆଉ ୧୧୬ ଛୁଆ ପଜିଟିଭ୍

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: