ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

December 28, 2021, ଓଡ଼ିଶା, ଗଞ୍ଜାମ, BHAGYAPRABHA NEWS
ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ
BHAGYAPRABHA NEWS
[ INPUT ]
Bhagyaprabha News Bureau
December 28, 2021

ଗ଼ଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ଗୋଲାପଡା ପଞ୍ଚାୟତ ସାଦରା ଗ୍ରାମରେ ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ଜଙ୍ଗଳ ଓ ପରିବେଶ ବିଭାଗର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଆଗାମୀ ଦିନରେ ଏହି ଜଳ ଯୋଗାଣ ପ୍ରକଳ୍ପ ଦ୍ୱାରା ସାଦରା ଗ୍ରାମର ୧୨୦ ପରିବାର ଏଥିରେ ଉପକୃତ ହୋଇପାରିବେ ବୋଲି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ପ୍ରଦାନ କରିଥିଲେ । ଏହି ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ମନ୍ତ୍ରୀଙ୍କ ସମେତ ବ୍ଲକ ଉପାଧକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ସ୍ଥାନୀୟ ସରପଞ୍ଚ ନମିତା ପ୍ରଧାନ, ସମିତି ସଭ୍ୟ ତୁଳସୀ ପ୍ରଧାନ, ଆଇନଜୀବୀ ରାଜେନ୍ଦ୍ର ପ୍ରସାଦ ପ୍ରାଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବନ ବିଭାଗ ପକ୍ଷରୁ ୨୬ ତମ ଜୋନ୍ ସ୍ତରୀୟ କ୍ରୀଡା ପ୍ରତିଯୋଗିତା

ବନ ବିଭାଗ ପକ୍ଷରୁ ୨୬ ତମ ଜୋନ୍ ସ୍ତରୀୟ କ୍ରୀଡା ପ୍ରତିଯୋଗିତା

Read More...

ବିକ୍ରମ ସ୍ବାଇଁ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ବିକ୍ରମ ସ୍ବାଇଁ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: