ଆଜିଠୁ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

May 24, 2022, ରାଜନୀତି, , BHAGYAPRABHA NEWS
ଆଜିଠୁ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ
BHAGYAPRABHA NEWS
[ INPUT ]
Bhagyaprabha News Bureau
May 24, 2022



ରାଜ୍ୟସଭା ନିର୍ବାଚନ ପାଇଁ ଆଜିଠାରୁ ଆରମ୍ଭ ହେଉଛି ନାମାଙ୍କନ ପ୍ରକ୍ରିୟା। ଏହା ମେ' ୩୧ ତାରିଖ ଯାଏ ଜାରି ରହିବ । ଓଡ଼ିଶାର ଖାଲିଥିବା ୩ଟି ସିଟ୍ ପାଇଁ ବିଜେଡି ପାଖରେ ରହିଛି ଆବଶ୍ୟକ ବିଧାୟକ ସଂଖ୍ୟା । ତେଣୁ ନିର୍ଦ୍ୱନ୍ଦ୍ୱରେ ପ୍ରଥମ ଭୋଟରେ ୩ ପ୍ରାର୍ଥୀ ବିଜୟୀ ହୋଇପାରନ୍ତି । ତେବେ ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବ ତାହା ଏଯାଏଁ ସ୍ଥିର ହୋଇନି।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଖୁବଶୀଘ୍ର ଏନେଇ ସରପ୍ରାଇଜ୍ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ପୂର୍ବ ନିର୍ବାଚନରେ ମହିଳାଙ୍କୁ ଅଗ୍ରାଧିକାର ଦେଉଥିବା ବିଜେଡି ଏଥର ମଧ୍ୟ ଏକାଧିକ ମହିଳାଙ୍କୁ ରାଜ୍ୟ ସଭା ପଠାଇବ ବୋଲି ଆଶା ରଖିଛନ୍ତି ବିଧାୟିକା ଉଷା ଦେବୀ।ବିଧାୟିକା ଉଷା ଦେବୀ କହିଛନ୍ତି, ସବୁଥର ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ଗୁରୁତ୍ୱ ଦେଇଛନ୍ତି । ଏଥର ବି ସେ ଦେବେ। ୩ଜଣ ମହିଳା ରାଜ୍ୟ ସଭାକୁ ଗଲେ ଭଲ ।






Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନାବାଳିକା ଅପହରଣ ନେଇ ଦିଗପହଣ୍ଡି ଥାନାରେ ଅଭିଯୋଗ ଆଣିଲେ ପିତା

ନାବାଳିକା ଅପହରଣ ନେଇ ଦିଗପହଣ୍ଡି ଥାନାରେ ଅଭିଯୋଗ ଆଣିଲେ ପିତା

Read More...

ମହାନଗର ମହୋତ୍ସବର ଅଷ୍ଟମ ସନ୍ଧ୍ୟା ,କଳାକାରଙ୍କ ନୃତ୍ୟରେ ଦୁଲୁକିଲା ମଞ୍ଚ

ମହାନଗର ମହୋତ୍ସବର ଅଷ୍ଟମ ସନ୍ଧ୍ୟା ,କଳାକାରଙ୍କ ନୃତ୍ୟରେ ଦୁଲୁକିଲା ମଞ୍ଚ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: