ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

May 30, 2022, ଓଡ଼ିଶା, ଗଞ୍ଜାମ, BHAGYAPRABHA NEWS
ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
BHAGYAPRABHA NEWS
[ INPUT ]
Bhagyaprabha News Bureau
May 30, 2022

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକକଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀ ଙ୍କ ସରକାରୀ ବାସଭଭନରେ ଏହି ସାକ୍ଷତ କରିବା ସହିତ ରାଜ୍ୟର ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । କୋଭିଡ ପରେ ଏହା ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି । ଏପରିକି ସଂନ୍ଧ୍ୟା ସମୟରେ କେନ୍ଦ୍ର ଗୃହମନ୍ତ୍ରୀ ଙ୍କ ସହିତ ଆଲୋଚନା କରାଯିବାର କାର୍ଯ୍ୟକ୍ରମ ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସାନଖେମୁଣ୍ଡିରେ ଝାଡ଼ାବାନ୍ତି ଆତଙ୍କ : ୧୦ ଜଣ ଅସୁସ୍ଥ

ସାନଖେମୁଣ୍ଡିରେ ଝାଡ଼ାବାନ୍ତି ଆତଙ୍କ : ୧୦ ଜଣ ଅସୁସ୍ଥ

Read More...

ଗଞ୍ଜାମ ଗ୍ରସ୍ତରେ ୪୦ ଜଣ ଭାରତୀୟ ପ୍ରଶାସନିକ ଅଧିକାରୀ, ଉନ୍ନୟନ କାର୍ଯ୍ୟକୁ କରିବେ ଅନୁଧ୍ୟାନ

ଗଞ୍ଜାମ ଗ୍ରସ୍ତରେ ୪୦ ଜଣ ଭାରତୀୟ ପ୍ରଶାସନିକ ଅଧିକାରୀ, ଉନ୍ନୟନ କାର୍ଯ୍ୟକୁ କରିବେ ଅନୁଧ୍ୟାନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: