ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

September 07, 2022, ଅପରାଧ, ଗଞ୍ଜାମ, Kiran Behera
ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
Kiran Behera
[ Reporter,Digapahandi ]
Bhagyaprabha News Bureau
September 07, 2022

ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆ ପାତ୍ରପଡା ଗ୍ରାମର ପୋଖରୀରୁ ଜଣେ ବୃଦ୍ଧଙ୍କ ମୃତଦେହ ବୁଧବାର ଦିନ ଉଦ୍ଧାର ହୋଇଥିବା ଜଣାପଡିଛି । ମୃତକ ଜଣକ ହେଲେ ଉକ୍ତ ଗ୍ରାମର ରାମ ପ୍ରଧାନ। ସେ ବୁଧବାର ପୂର୍ବାହ୍ନରେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଅସାବଧାନତା କାରଣରୁ ଗୋଡ ଖସିଯିବାରୁ ସେ ପାଣି ଭିତରେ ବୁଡି ଯାଇଥିଲେ । ତାଙ୍କୁ ଗ୍ରାମବାସୀ ପାଣିରୁ ଉଦ୍ଧାର କରିବା ପରେ ଘଟଣା ସମ୍ପର୍କରେ କେ. ନୂଆଗାଁ ଥାନାକୁ ସୂଚନା ଦିଆଯାଇଥିଲା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ଯବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଥିଲେ ।ସେଠାରେ ବ୍ୟବଚ୍ଛେଦ ପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରି ତଦନ୍ତ ଅବ୍ଯାହତ ରଖିଥିବା ଜଣାପଡିଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଏମକେସିଜି  ମେଡ଼ିକାଲରେ ପୁଣି ଖସିଲା ସିଲିଂ, ଧାରଣାରେ ବସିଲା ବିଜେପି

ଏମକେସିଜି ମେଡ଼ିକାଲରେ ପୁଣି ଖସିଲା ସିଲିଂ, ଧାରଣାରେ ବସିଲା ବିଜେପି

Read More...

ଦିଗପହଣ୍ଡି ବୁଢୀ ଠାକୁରାଣୀ ଯାତ୍ରା ଉପଲକ୍ଷେ ନୂତନ କମିଟି ଚୟନ

ଦିଗପହଣ୍ଡି ବୁଢୀ ଠାକୁରାଣୀ ଯାତ୍ରା ଉପଲକ୍ଷେ ନୂତନ କମିଟି ଚୟନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: