ମହାନଦୀ ଜଳ ବିବାଦ ମାମଲା ପରବର୍ତ୍ତୀ ଶୁଣାଣୀ ମେ ୧୧ ତାରିଖରେ

March 30, 2019, ଖେଳ, , Bhagyaprabha News Bureau
ମହାନଦୀ ଜଳ ବିବାଦ ମାମଲା ପରବର୍ତ୍ତୀ ଶୁଣାଣୀ ମେ ୧୧ ତାରିଖରେ
Bhagyaprabha News Bureau
March 30, 2019

ମହାନଦୀ ଜଳବିବାଦ ମାମଲା ନେଇ ଆଜି ଟ୍ରିବ୍ୟୁନାଲରେ ଶୁଣାଣି ହୋଇଛି । ଓଡିଶାର ମଧ୍ୟବର୍ତ୍ତୀକାଳୀନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି । ଆଉ ଥରେ ଆଲୋଚନା ପାଇଁ ଉଭୟ ଓଡିଶା ଏବଂ ଛତିଶଗଡକୁ ନିର୍ଦ୍ଦେଶ ଦିଆଯାଇଛି । ଆପୋସ ଆଲୋଚନା ଦ୍ୱାରା ସମାଧାନ କରିବାକୁ ଟ୍ରିବ୍ୟୁନାଲ ପରାମର୍ଶ ଦେଇଛନ୍ତି । ଏବଂ ମେ ୧୧ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି ।


ଟ୍ରିବୁନାଲ ରାୟ ପ୍ରକାଶ କରିବା ପୂର୍ବରୁ ଦୁଇ ରାଜ୍ୟକୁ ଆପୋଷ ଆଲୋଚନା ମାଧ୍ୟମରେ ସମାଧାନର ରାସ୍ତା ବାହାର କରିବାକୁ ପରାମର୍ଶ ଦେଇଥିଲେ । ତଦନୁସାରେ ଓଡିଶା ଓ ଛତିଶଗଡ଼ ଅଧିକାରୀଙ୍କ ମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ଫେବୃଆରୀ ୨୫ ଓ ମାର୍ଚ୍ଚ ୫ରେ ଅନୁଷ୍ଠିତ ହୋଇଥିଲା । ହେଲେ ଆଲୋଚନା ବିଫଳ ହେବ ପରେ ଟ୍ରିବ୍ୟୁନାଲ ଦୁଇ ରାଜ୍ୟର ଆଡଭୋକେଟ ଜେନେରାଲ ସ୍ତରରେ ଆଲୋଚନା ପାଇଁ ପ୍ରସ୍ତାବ ଦେଇଥିଲେ ।ଚଳିତ ମାସ ୧୬ରେ ଏଜି ସ୍ତରୀୟ ଆଲୋଚନା ହୋଇଥିଲେ ମଧ୍ୟ ବିବାଦର କୌଣସି ସମାଧାନ ହୋଇପାରିନଥିଲା ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ଘୋଷଣା ହୋଇପାରେ ବିଜେଡି ର ପରବର୍ତ୍ତୀ ପ୍ରାଥୀ ତାଲିକା

ଆଜି ଘୋଷଣା ହୋଇପାରେ ବିଜେଡି ର ପରବର୍ତ୍ତୀ ପ୍ରାଥୀ ତାଲିକା

Read More...

ଶିବ ଙ୍କ ପାଇଁ ପ୍ରଚାର କରୁଛନ୍ତି ଆଶା

ଶିବ ଙ୍କ ପାଇଁ ପ୍ରଚାର କରୁଛନ୍ତି ଆଶା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: