ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

February 20, 2023, ସ୍ବାସ୍ଥ୍ୟ, ଗଞ୍ଜାମ, Bhagyaprabha News Bureau
ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
Bhagyaprabha News Bureau
February 20, 2023

ଖଲ୍ଲିକୋଟ ରାଣୀ ସାହେବା ଭି ସୁଜ୍ଞାନ କୁମାରୀ ଦେଓକଂ ଜନ୍ମ ଦିନ ଅବସରରେ ପ୍ରତିବର୍ଷ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଆୟୋଜିତ ହେଉଥିବା ବେଳେ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୁଲ୍ୟରେ ଗଞ୍ଜାମ କବିସୂର୍ଯ୍ୟନଗର ଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ କୋଠଘର ଠାରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ବିଜେଡି ଯୁବନେତା ସୀତାରାମ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ କବିସୂର୍ଯ୍ୟନଗର ପୂର୍ବତନ ବ୍ଲକ ଅଧ୍ୟକ୍ଷ ପିତାମ୍ବର ସେଠୀ। ରାଣୀ ସୁଜ୍ଞାନକଂ ବହୁ ସମର୍ଥକ, ସ୍ବେଚ୍ଛାସେବୀ, ବିଜେଡି କର୍ମକର୍ତା ଯୋଗଦେଇ ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଝିଅମାନଙ୍କ ସର୍ବନିମ୍ନ ବିବାହ ବୟସରେ ହେବନି ପରିବର୍ତ୍ତନ, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଝିଅମାନଙ୍କ ସର୍ବନିମ୍ନ ବିବାହ ବୟସରେ ହେବନି ପରିବର୍ତ୍ତନ, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

Read More...

ବିଶ୍ଵଶାନ୍ତି ମହାଯଜ୍ଞ ସହଯୋଗୀ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ

ବିଶ୍ଵଶାନ୍ତି ମହାଯଜ୍ଞ ସହଯୋଗୀ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: