ପୂର୍ବତଟ ରେଳବାଇ ସୁରକ୍ଷାବଳର ନୂତନ ପ୍ରମୁଖ ସୁରକ୍ଷା ଆୟୁକ୍ତ ଭାବରେ ଦାୟିତ୍ୱ ନେଲେ ଆଲୋକ ବୋହରା

July 18, 2023, ଦେଶଦୁନିଆ, , BHAGYAPRABHA NEWS
ପୂର୍ବତଟ ରେଳବାଇ ସୁରକ୍ଷାବଳର ନୂତନ ପ୍ରମୁଖ ସୁରକ୍ଷା ଆୟୁକ୍ତ ଭାବରେ ଦାୟିତ୍ୱ ନେଲେ ଆଲୋକ ବୋହରା
BHAGYAPRABHA NEWS
[ INPUT ]
Bhagyaprabha News Bureau
July 18, 2023

ପୂର୍ବତଟ ରେଳପଥ ରେଳବାଇ ସୁରକ୍ଷାବଳର ନୂତନ ପ୍ରମୁଖ ସୁରକ୍ଷା ଆୟୁକ୍ତ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଲୋକ ବୋହରା ।ଇତିମଧ୍ୟରେ ପୂର୍ବତଟ ରେଳପଥ ରେଳବାଇ ସୁରକ୍ଷା ବଳ (ଆରପିଏଫ୍) ର ନୂତନ ପ୍ରମୁଖ ସୁରକ୍ଷା କମିଶନର (ପିସିଏସସି) ର ଦାୟିତ୍ୱ ଗ୍ରହଣ କରିଛନ୍ତି | ସେ ୧୯୯୭ ମସିହା ଭାରତୀୟ ରେଳବାଇ ସୁରକ୍ଷା ବଳ ସେବା ଅଧିକାରୀ ଅଟନ୍ତି | ନୂତନ ଦାୟିତ୍ୱ ଗ୍ରହଣ ପୂର୍ବରୁ ସେ ମୁମ୍ବାଇ ରେଳବାଇ ବିକାଶ କର୍ପୋରେସନ୍ ଲିମିଟେଡରେ ଜେନେରାଲ୍ ମ୍ୟାନେଜର (ଏ ଆଣ୍ଡ ଏସ୍) ଭାବରେ କାର୍ଯ୍ୟ କରୁଥିଲେ ଯାହାକି ଭାରତ ସରକାରଙ୍କ ରେଳ ମନ୍ତ୍ରଣାଳୟ ଅଧିନସ୍ଥ ଏକ ପିଏସୟୁ ଅଟେ | ସେ ରେଳ ସୁରକ୍ଷା ବଳର ବିଭିନ୍ନ ପଦବୀରେ ମଧ୍ୟ କାର୍ଯ୍ୟ କରିଛନ୍ତି | ଶ୍ରୀ ଆଲୋକ ବୋହରାଙ୍କ କାର୍ଯ୍ୟ ଦକ୍ଷତା ପାଇଁ ସେ 2018 ରେ ମସିହାରେ ଭାରତୀୟ ପୋଲିସ ସେବା ପଦକ ଏବଂ 2005 ରେ ରେଳବାଇ ସୁରକ୍ଷା ବଳ ମହାନିର୍ଦେଶକଙ୍କ ପକ୍ଷରୁ ଉଚ୍ଚ ପ୍ରଶସ୍ତି ଓ ସୂଚକ ଚିହ୍ନ ସହିତ ଅନେକଥର ସମ୍ମାନିତ ହୋଇଛନ୍ତି |




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଚାଷୀଙ୍କ ଅଧିକାର ଓ ସୁରକ୍ଷା ପାଇଁ ସଂଗ୍ରାମ ଜାରି ରଖିବ ରାଷ୍ଟ୍ରୀୟ କିଷାନ ମଜଦୁର ମହାସଂଘ

ଚାଷୀଙ୍କ ଅଧିକାର ଓ ସୁରକ୍ଷା ପାଇଁ ସଂଗ୍ରାମ ଜାରି ରଖିବ ରାଷ୍ଟ୍ରୀୟ କିଷାନ ମଜଦୁର ମହାସଂଘ

Read More...

ଇନର୍ ହ୍ବିଲ କ୍ଳବ୍ ବ୍ରହ୍ମପୁରର ଅଧିଷ୍ଠାନ ଉତ୍ସବ ପାଳିତ ହୋଇଯାଇଛି

ଇନର୍ ହ୍ବିଲ କ୍ଳବ୍ ବ୍ରହ୍ମପୁରର ଅଧିଷ୍ଠାନ ଉତ୍ସବ ପାଳିତ ହୋଇଯାଇଛି

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: