ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପ ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବରେ ୫ଜଣ ସେବାୟତ ଯୋଗଦାନ

January 27, 2024, ଓଡ଼ିଶା, ଗଜପତି, Rasmi Ranjan Sahu
ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପ  ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ  ଉତ୍ସବରେ ୫ଜଣ ସେବାୟତ ଯୋଗଦାନ
Rasmi Ranjan Sahu
[ Reporter- Paralakhemundi, Gajapati ]
Bhagyaprabha News Bureau
January 27, 2024

ପାରଳାଖେମୁଣ୍ଡି -ମା ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପ ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବରେ ୫ଜଣ ସେବାୟତ ଯୋଗଦାନ । ମା ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଗଜପତି ଜିଲ୍ଳାର ରୁ ୫ ଜଣ ସେବାୟତ ତଥା ଲୁହାଖମ୍ୱ ମନ୍ଦିର ରୁ ଶ୍ରୀ ଚିତ୍ରସେନ ନାୟକ ଓ ଶ୍ରୀ ହରୀ କାର୍ଜି ସେହିପରି ଜଗନ୍ନାଥ ମନ୍ଦିର ଚନ୍ଦ୍ର ଗିରିରୁ ରୁ ଶ୍ରୀ ରାମ ଚନ୍ଦ୍ର ପୁଝାରୀ ଓ ଶ୍ରୀ ବସନ୍ତ କୁମାର ପ୍ରଧାନ, ମା କୁରେଇଶୁଣୀ ମନ୍ଦିରରୁ ପୂର୍ଣ୍ଣ ଚନ୍ଦ୍ର ରାଉତ ଓ ଶ୍ରୀ କୁଞ୍ଜ ବିହାରୀ ବଡ଼ନାୟକ ସମେତ ନୋଡାଲ ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସମ୍ବଲପୁର ସ୍ଥିତ ମା ସମଲେଇ ମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଲୋକାର୍ପଣ ଉତ୍ସବରେ ଯୋଗ ଦେବା ପାଇଁ ଆଜି ଏକ ସତନ୍ତ୍ର ଗାଡ଼ି ଯୋଗେ ବାହାରିଛନ୍ତି। ଏହି ଗାଡ଼ିକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମେତ କାର୍ଯ୍ୟାଳୟର ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗଜପତି ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ଗଜପତି ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

Read More...

ସାଧାରଣତନ୍ତ୍ର ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ' ମେରୀ ଜାନ୍ ହିନ୍ଦୁସ୍ତାନ-୨୦୨୪'

ସାଧାରଣତନ୍ତ୍ର ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ' ମେରୀ ଜାନ୍ ହିନ୍ଦୁସ୍ତାନ-୨୦୨୪'

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: