ରଙ୍ଗେଇଲୁଣ୍ଡ ବ୍ଲକର ଲଉଡ଼ିଗାଁ ଓ ପଦ୍ମପୁରୁ ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ତଥା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

February 12, 2024, ଓଡ଼ିଶା, ଗଞ୍ଜାମ, Gouri Shankar Mishra
ରଙ୍ଗେଇଲୁଣ୍ଡ ବ୍ଲକର ଲଉଡ଼ିଗାଁ ଓ ପଦ୍ମପୁରୁ ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ତଥା ନବୀନ ଓଡ଼ିଶା କାର୍ଯ୍ୟକ୍ରମ
Gouri Shankar Mishra
[ Video Journalist ]
Bhagyaprabha News Bureau
February 12, 2024

ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ଲଉଡ଼ିଗାଁ ଓ ପଦ୍ମପୁରୁ ଗ୍ରାମ ପଞ୍ଚାୟତ ଠାରେ "ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ" କାର୍ଯ୍ୟକ୍ରମ ନିମନ୍ତେ ଆୟୋଜିତ ପଞ୍ଚାୟତସ୍ତରୀୟ ସଚେତନତା ଶିବିରରେ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିବା ସହିତ ଉପସ୍ଥିତ ଗୋପାଳପୁର ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ସିଏଚ. ଭରତ, ଗଞ୍ଜାମ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ରାଜେଶ୍ୱରୀ ଦୋରା , ସାଂସଦ ପ୍ରତିନିଧି ଅଜିତ ଦାସ,ଜିଲ୍ଲା ପରିଷଦ ସଭ୍ୟ ଦିପକ ସାମନ୍ତ,ତପୋଇ ଦାସ,ବ୍ଲକ୍ ଅଧ୍ୟକ୍ଷା ସିଏଚ ଉଷାରାଣୀ ଉପାଧ୍ୟକ୍ଷା ଅନିତା ମହାଙ୍କୁଡ, ପଦ୍ମପୁର ସରପଞ୍ଚ ସସ୍ମିତା ସେଠୀ,ସମିତି ସଭ୍ୟ, ସଭ୍ୟା, ସମାଜ ସେବୀ ରାମହରି ପାତ୍ର, ସାତକୁଟୁଣି ସମିତିସଭ୍ୟ ବିଭୂତି ଭୂଷଣ ଲେଙ୍କା, ପ୍ରକାଶ ସାମନ୍ତ,ସ୍ଥାନୀୟ ଜନପ୍ରତିନିଧି, ବ୍ଲକର ସମସ୍ତ ବିଭାଗୀୟ ପଦାଧିକାରୀ, ବିଜେଡି ନେତୃବୃନ୍ଦ, କର୍ମୀ ତଥା ଗ୍ରାମବାସୀଙ୍କ ଗହଣରେ ରହି ସଭାକୁ ସମ୍ଭୋଦିତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ "ଆମ ଓଡ଼ିଶା ତଥା ନବୀନ ଓଡ଼ିଶା ଓ ୫ ଟି" ମାଧ୍ୟମରେ ଗ୍ରାମାଞ୍ଚଳର ବନ୍ଧ, ବିଦ୍ୟାଳୟ, ମନ୍ଦିର, ପାର୍କ, କୋଠଘର ଇତ୍ୟାଦିର ରୁପାନ୍ତିକରଣ ତଥା ବିକାଶ, ନାରୀ ସଶକ୍ତିକରଣ, ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଜଳସେଚନ, ପିଇବା ପାଣି, ଜନ୍ମ ଠାରୁ ଆରମ୍ଭ କରି ମୃତ୍ୟୁ ଶଯ୍ୟା ତଥା ଶ୍ମଶାନ ଘାଟରେ ଅନ୍ତ୍ୟେଷ୍ଟି କ୍ରିୟା ପର୍ଯ୍ୟନ୍ତ ବହୁ ଯୋଜନା ଗୁଡିକ ଲାଗୁ କରିବା ପାଇଁ ପ୍ରାଥମିକତା ଦେଇ ଆସିଥିବାରୁ ମାନ୍ୟବର ବିଧାୟକ ଓ ଗ୍ରାମବାସୀ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇବା ସହିତ ହାର୍ଦ୍ଧିକ କୃତଜ୍ଞତା ଜ୍ଞାପନ କରିଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ନେଇ ବିଜେଡିର ପ୍ରସ୍ତୁତି ବୈଠକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ନେଇ ବିଜେଡିର ପ୍ରସ୍ତୁତି ବୈଠକ

Read More...

ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ,ଗଞ୍ଜାମ ଶାଖାର ସାଙ୍ଗଠନିକ ବୈଠକ

ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ,ଗଞ୍ଜାମ ଶାଖାର ସାଙ୍ଗଠନିକ ବୈଠକ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: