ଗଜପତି ପୌରପରିଷଦ ଅଞ୍ଚଳରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

February 15, 2024, ରାଜନୀତି, ଗଜପତି, Rasmi Ranjan Sahu
ଗଜପତି ପୌରପରିଷଦ ଅଞ୍ଚଳରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ
Rasmi Ranjan Sahu
[ Reporter- Paralakhemundi, Gajapati ]
Bhagyaprabha News Bureau
February 15, 2024

ଗଜପତି ପୌରପରିଷଦ ଅଞ୍ଚଳରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାରଳାଖେମୁଣ୍ଡି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୌର ପରିଷଦର ୦୧ ନମ୍ବର ୱାର୍ଡରେ ଆଜି ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ତଥା ବି ଏସ କେ ୟାଈ କାର୍ଡ, ଖାଦ୍ୟ ସୁରକ୍ଷା କାର୍ଡ, ବିଜୁ ପକ୍କା ଘର ସହ ସହରାଞ୍ଚଳର ଲୋକଙ୍କ ପାଇଁ ପ୍ରଚଳିତ ହେଉଥିବା ବିଭିନ୍ନ ଯୋଜନା ସହ ସହରର ଉନ୍ନତି ପାଇଁ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌରପାଳିକା ଅଧ୍ୟକ୍ଷା ନିର୍ମଳା ସେଠୀ, ବିଜେଡି ଯୁବ ସଭାପତି ଏସ.ଲିଙ୍ଗରାଜ ରାଓ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି.ତିରୁପତି, ପ୍ରମୁଖଙ୍କ ସହ ଦଳୀୟ ନେତା ଉପସ୍ଥିତ ରହିଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆମ୍ବଗଛରେ ଯୁବକଙ୍କ ଝୁଲନ୍ତା ଗଳିତ ଶବ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଆମ୍ବଗଛରେ ଯୁବକଙ୍କ ଝୁଲନ୍ତା ଗଳିତ ଶବ ଉଦ୍ଧାର, ପୋଲିସର ତଦନ୍ତ ଜାରି

Read More...

ଆଭାସି ମାଧ୍ୟମରେ ନୂଆଗଡ ବସଷ୍ଟାଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଭାସି ମାଧ୍ୟମରେ ନୂଆଗଡ ବସଷ୍ଟାଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: