ମହାଶିବରାତ୍ରି ଉପଲକ୍ଷେ ଛତ୍ରପୁର ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ପଣା ବଣ୍ଟନ

March 09, 2024, ଓଡ଼ିଶା, ଗଞ୍ଜାମ, Santosh Kumar Mishra
ମହାଶିବରାତ୍ରି ଉପଲକ୍ଷେ ଛତ୍ରପୁର ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ପଣା ବଣ୍ଟନ
Santosh Kumar Mishra
[ Special Correspondent ]
Bhagyaprabha News Bureau
March 09, 2024

ମହାଶିବରାତ୍ରି ଉପଲକ୍ଷେ ଛତ୍ରପୁର ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ପଣା ବଣ୍ଟନ କରାଯାଇଥିଲା । ପବିତ୍ର ଜାଗର ଅବସରରେଗଞ୍ଜାମ ଜିଲ୍ଲାର ସଦର ମହାକୁମା ଛତ୍ରପୁର ସହର ଚଳ ଚଞ୍ଚଳ ହୋଇପଡିଛି l ଏହି ଅବସରରେ ଛତ୍ରପୁର ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଟ୍ରଷ୍ଟ ର ସଭାପତି ତଥା 10ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ର ଙ୍କ ପୌରାହିତରେ ପୋଷ୍ଟ ଅଫିସ ରୋଡ଼ ନିକଟରେ ଏକ ପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଏଥିରେ ଛତ୍ରପୁର ନଗର ବିଜେଡି ସଭାପତି ବି. ରାଜିବାବୁ,ଭି. ଜ୍ୟୋତି, ଏ. ରାମପ୍ରସାଦଙ୍କ ସମେତ ବହୁ ଯୁବକ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଭକ୍ତ ଏବଂସ୍ଥାନୀୟ ଜନସାଧାରଣଙ୍କୁ ପଣା ବଣ୍ଟନ କରିଥିଲେ l ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ପ୍ରତ୍ୟକ ବର୍ଷ ଶିବରାତ୍ରି ଅବସରରେ ଏଭଳି ପଣା ବଣ୍ଟନ କରାଯାଇଥାଏ । ଦେବ ଦେବ ମହାଦେବଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ଏବଂ ବ୍ରତଧାରୀ ମାନେ ଏହି ପଣା ପିଇ ଆନନ୍ଦ ଅନୁଭବ କରିଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆସନ୍ତାକାଲି ଶୁଭାରମ୍ଭ ହେବ ବିଶାଖାପାଟଣା-ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସ , ୮୫ ହଜାର କୋଟିରୁ ରେଳପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

ଆସନ୍ତାକାଲି ଶୁଭାରମ୍ଭ ହେବ ବିଶାଖାପାଟଣା-ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସ , ୮୫ ହଜାର କୋଟିରୁ ରେଳପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

Read More...

ଶିବ ରାତ୍ରି ପାଇଁ ପାରଳାଖେମୁଣ୍ଡି ସହରର ବିଭିନ୍ନ ମନ୍ଦିରରେ ଭକ୍ତଙ୍କ ଭିଡ଼

ଶିବ ରାତ୍ରି ପାଇଁ ପାରଳାଖେମୁଣ୍ଡି ସହରର ବିଭିନ୍ନ ମନ୍ଦିରରେ ଭକ୍ତଙ୍କ ଭିଡ଼

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: