ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ୮୯ ତମ ପ୍ରତିଷ୍ଠା ଦିବସ ପାଳିତ

April 02, 2024, ସାଧାରଣ ନିର୍ବାଚନ-୨୦୨୪, ଗଜପତି, Rasmi Ranjan Sahu
 ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ୮୯ ତମ ପ୍ରତିଷ୍ଠା ଦିବସ ପାଳିତ
Rasmi Ranjan Sahu
[ Reporter- Paralakhemundi, Gajapati ]
Bhagyaprabha News Bureau
April 02, 2024

ପାରଳାଖେମୁଣ୍ଡି- ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ୮୯ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ପାରଳାଖେମୁଣ୍ଡି ନିକଟସ୍ଥ ବେତାଗୋଡାସ୍ଥିତ ରିଜେର୍ଭ ପଡିଆ ଠାରେ ଜିଲ୍ଲା ପୋଲିସ ପକ୍ଷରୁ ୮୯ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ପୋଲିସ ବାହିନୀ ପକ୍ଷରୁ ଚିତାକର୍ଷକ ପେରେଟ କରା ଯାଇଥିଲା। ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସ୍ବାତି କୁମାର ପେରେଟ ଅଭିବାଦନ ଗ୍ରହଣ କରିବା ସହ ରାଜ୍ୟ ପାଳଙ୍କ ବାର୍ତ୍ତା ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାପଠନ କରିଥିଲେ।ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଦକ୍ଷତା ପାଇଁ ପୋଲିସ କର୍ମୀ ମାନଙ୍କୁ ପୁରସ୍କୃତ କରାଯଇଥିଲା। ଏହି ପ୍ରତିଷ୍ଠା ଦିବସରେ ଗଜପତି ଏ .ଏସ. ପି ସମେତ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ଉପସ୍ଥିତ ରହିଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗଜପତି ଜିଲ୍ଲାସ୍ତରୀୟ ୮୯ତମ ଓଡିଶା ଦିବସ ପାଳିତ

ଗଜପତି ଜିଲ୍ଲାସ୍ତରୀୟ ୮୯ତମ ଓଡିଶା ଦିବସ ପାଳିତ

Read More...

ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଓ ମୋହନା ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀ ଘୋଷଣା ପରେ ଚର୍ଚ୍ଚା

ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଓ ମୋହନା ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀ ଘୋଷଣା ପରେ ଚର୍ଚ୍ଚା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: