କନ୍ଧମାଳ ଓ ଗଞ୍ଜାମର ବିଭିନ୍ନ ସ୍ଥାନରେ ମାରାଥନ ପ୍ରଚାର କରିବେ ନବୀନ

April 13, 2019, ରାଜନୀତି, ଗଞ୍ଜାମ, Bhagyaprabha News Bureau
କନ୍ଧମାଳ ଓ ଗଞ୍ଜାମର ବିଭିନ୍ନ ସ୍ଥାନରେ ମାରାଥନ ପ୍ରଚାର କରିବେ ନବୀନ
Bhagyaprabha News Bureau
April 13, 2019

ପ୍ରଥମ ପର୍ଯ୍ୟାୟ ମତଦାନ ସରିବା ପରେ ଏବେ ଫୋକସ୍ ରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ । ଆଜି କନ୍ଧମାଳ ତୁମୁଡ଼ିବନ୍ଧ ଓ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ମାରାଥନ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।ଗଞ୍ଜାମର ଧରାକୋଟ, ସୋରଡ଼ା, ଆସ୍କା, ପୋଲସରା ଏବଂ ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ମାରାଥନ ନିର୍ବାଚନ ପ୍ରଚାର କରିବେ ନବୀନ । ଗଞ୍ଜାମ ସୋରଡ଼ାରେ ମୁଖ୍ୟମନ୍ତ୍ରୀ ରୋଡ୍ ସୋ’ରେ ଯୋଗଦେବେ । ଏଥିପାଇଁ ବିଜେଡି ନେତା ଓ କର୍ମୀ ବେଶ୍ ଉତ୍ସାହିତ ଅଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଆଜି ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଚଳଚଞ୍ଚଳ  ଭୁବନେଶ୍ୱର

ଆଜି ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଚଳଚଞ୍ଚଳ ଭୁବନେଶ୍ୱର

Read More...

ପ୍ରଧାନମନ୍ତ୍ରୀଙ୍କୁ ମିଳିଲା ଋଷର ସର୍ବୋଚ୍ଚ ସମ୍ମାନ

ପ୍ରଧାନମନ୍ତ୍ରୀଙ୍କୁ ମିଳିଲା ଋଷର ସର୍ବୋଚ୍ଚ ସମ୍ମାନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: