ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ, ସକାଳ ୯ଟା ସୁଦ୍ଧା ୯ ପ୍ରତିଶତ ମତଦାନ

April 29, 2019, ରାଜନୀତି, , Bhagyaprabha News Bureau
ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ, ସକାଳ ୯ଟା ସୁଦ୍ଧା ୯ ପ୍ରତିଶତ ମତଦାନ
Bhagyaprabha News Bureau
April 29, 2019

ଆଜି ରାଜ୍ୟରେ ଚାଲିଛି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ। ତେବେ ମତଦାନ ୨ଘଣ୍ଟା ମଧ୍ୟରେ ଅର୍ଥାତ୍‌ସକାଳ ୯ଟା ସୁଦ୍ଧା ୯ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାରେ ୬ ଲୋକସଭା ସହ ୪୧ ବିଧାନସଭା ଆସନ ଲାଗି ମତଦାନ ହେଉଛି। ୬ଲୋକସଭା ଆସନ ଲାଗି ୫୨ଜଣ ପ୍ରାର୍ଥୀ ଓ ୪୧ ବିଧାନସଭା ଆସନ ଲାଗି ମଇଦାନରେ ୩୩୬ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା ଜନାର୍ଦ୍ଦନ।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପଞ୍ଜାବର ଗୁରୁଦାସପୁର ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ସନ୍ନି ଦେଓଲ

ପଞ୍ଜାବର ଗୁରୁଦାସପୁର ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ସନ୍ନି ଦେଓଲ

Read More...

ସରୁଛି ମା' ବୁଢ଼ୀ ଠାକୁରାଣୀ ଯାତ୍ରା,  ସ୍ଥାୟୀ ମନ୍ଦିରକୁ କରିବେ ପ୍ରତ୍ୟାବର୍ତ୍ତନ ମା'

ସରୁଛି ମା' ବୁଢ଼ୀ ଠାକୁରାଣୀ ଯାତ୍ରା, ସ୍ଥାୟୀ ମନ୍ଦିରକୁ କରିବେ ପ୍ରତ୍ୟାବର୍ତ୍ତନ ମା'

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: