ପ୍ରଚଣ୍ଡ ତାତିରେ ଜଳୁଛି ସାରା ଓଡ଼ିଶା

May 25, 2019, ଓଡ଼ିଶା, , Bhagyaprabha News Bureau
ପ୍ରଚଣ୍ଡ ତାତିରେ ଜଳୁଛି ସାରା ଓଡ଼ିଶା
Bhagyaprabha News Bureau
May 25, 2019

ପ୍ରଚଣ୍ଡ ତାତିରେ ଜଳୁଛି ସାରା ଓଡ଼ିଶା, ଗରମ ସହ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି ।ଦୁଇ ଦିନ ପୂର୍ବରୁ ୨୬ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ। ଏବେ ଏହି ସମୟସୀମା ୨୯ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।ଆଜିଠୁ ତାତି ଆହୁରି ବଢିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି। ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୫ ଡିଗ୍ରୀ ପାର୍ ହୋଇଯିବାର ସମ୍ଭାବନା ରହିଛି। ଟିଟିଲାଗଡ, ସୋନପୁର, ତାଳଚେର, ବଲାଙ୍ଗିର, ଝାରସୁଗୁଡା, ବରଗଡ ଆଦି ସ୍ଥାନରେ ସାଂଘାତିକ ସ୍ଥିତି ସୃଷ୍ଟି ହେବାର ଆଶଙ୍କା କରୁଛି ପାଣିପାଗ ବିଭାଗ।ପ୍ରବଳ ଖରା ଯୋଗୁଁ ଅଂଶୁଘାତର ଆଶଙ୍କା ମଧ୍ୟ ବଢିଯାଇଛି । ତାତିରୁ ରକ୍ଷା ପାଇବା ଲାଗି ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଟାଇପ୍ - ୨ ମଧୂମେହ ପ୍ରାକୂତିକ ଉପଚାର

ଟାଇପ୍ - ୨ ମଧୂମେହ ପ୍ରାକୂତିକ ଉପଚାର

Read More...

ଆଜି ବସିବ କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକ

ଆଜି ବସିବ କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: