ଜୁନ୍‌ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ

June 10, 2019, ରାଜନୀତି, , Bhagyaprabha News Bureau
ଜୁନ୍‌ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ
Bhagyaprabha News Bureau
June 10, 2019

ଜୁନ୍‌ ୨୫ ତାରିଖରେ ନବଗଠିତ ଓଡିଶା ବିଧାନ ସଭାର ପ୍ରଥମ ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ । ଜୁନ ୨୬ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଜାରି କରାଯିବ । ଜୁନ୍‌ ୨୮ ତାରିଖରେ ବିଧାନସଭାରେ ବଜେଟ୍‌ ଆଗତ କରାଯିବ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୨ ତାରିଖରୁ ଆରମ୍ଭ ହେବ ଅଗଷ୍ଟ ୮ ତାରିଖରେ ଶେଷ ହେବ । ମୌସୁମୀ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଚଳନ୍ତା ମାଲ ବୋଝେଇ ଟ୍ରକରେ  ଅଗ୍ନିକାଣ୍ଡ

ଚଳନ୍ତା ମାଲ ବୋଝେଇ ଟ୍ରକରେ ଅଗ୍ନିକାଣ୍ଡ

Read More...

ପୋଲସରା ବିଧାୟକଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧନା

ପୋଲସରା ବିଧାୟକଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧନା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: