ନବୀନ ନିବାସରେ ବିଜେଡି ବିଧାୟକଙ୍କ ବୈଠକ

July 03, 2019, ଖେଳ, , Bhagyaprabha News Bureau
 ନବୀନ ନିବାସରେ ବିଜେଡି ବିଧାୟକଙ୍କ ବୈଠକ
Bhagyaprabha News Bureau
July 03, 2019

ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ ହେବା ପରେ ଆଜି ବିଧାୟକଙ୍କ ବୈଠକ ଡାକିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବାହ୍ନ ୯ଟା ୪୫ମିନିଟ୍ ରେ ନୂଆ ବିଧାୟକମାନେ ନବୀନ ନିବାସରେ ପହଞ୍ଚିବା ପରେ ବୈଠକ ଆରମ୍ଭ ହେବ । ଦଳର ସାଙ୍ଗଠନିକ ସ୍ଥିତି କିପରି ଆହୁରି ସୁଦୃଢ କରାଯାଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ ।ଏହାସହ ଦଳର ବିଭିନ୍ନ ସଙ୍ଗଠନ ଯେମିତିକି ଯୁବ, ଛାତ୍ର ଓ ମହିଳା ବିଜେଡିର ନେତୃତ୍ବ ପରିବର୍ତ୍ତନ କରାଯିବାର ସମ୍ଭାବନା ରହିଛି । କିଛି ବିଧାୟକଙ୍କୁ ନୂଆ ଦାୟିତ୍ବ ଦେଇପାରନ୍ତି ନବୀନ । ପରେ ପାଟକୁରା ନିର୍ବାଚନ ନେଇ ମଧ୍ୟ ବୈଠକରେ ଆଲୋଚନା କରିପାରନ୍ତି ନବୀନ




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନ୍ୟୁଜିଲାଣ୍ଡକୁ ହରାଇ ସେମିଫାଇନାଲ୍‌ରେ ପହଞ୍ଚିଲା ଇଂଲଣ୍ଡ

ନ୍ୟୁଜିଲାଣ୍ଡକୁ ହରାଇ ସେମିଫାଇନାଲ୍‌ରେ ପହଞ୍ଚିଲା ଇଂଲଣ୍ଡ

Read More...

ବାଙ୍ଗଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମିଳିଲା ନ୍ୟାୟ

ବାଙ୍ଗଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମିଳିଲା ନ୍ୟାୟ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: