ଯାଜପୁରରେ ରକ୍ତ ଜୁଡୁବୁଡୁ ଯୁବକଙ୍କ ମୃତଦେହ ଉଦ୍ଧାର

July 07, 2019, ଅପରାଧ, ଯାଜପୁର, Bhagyaprabha News Bureau
ଯାଜପୁରରେ ରକ୍ତ ଜୁଡୁବୁଡୁ ଯୁବକଙ୍କ ମୃତଦେହ ଉଦ୍ଧାର
Bhagyaprabha News Bureau
July 07, 2019

ଯାଜପୁରରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ଉଲଗ୍ନ ମୃତଦେହ ଉଦ୍ଧାର ହୋଇଛି। ପାଣିକୋଇଲି ବଜାରର ବିଶ୍ରାମାଗାର ନିକଟସ୍ଥ ଏକ ଦୋକାନ ନିକଟରୁ ଏହି ମୃତଦେହ ମିଳିଥିବା ବେଳେ ଯୁବକ ଜଣଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତ କ ହେଉଛନ୍ତି ପାଣିକୋଇଲିର ରବୀନ୍ଦ୍ର ସାହୁ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଛାନଭିନ୍ ଆରମ୍ଭ କରିଛି ପାଣିକୋଇଲି ପୋଲିସ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି

Read More...

ଭାରତୀୟ କ୍ରିକେଟ ଟିମ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭାରତୀୟ କ୍ରିକେଟ ଟିମ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: