ଭବିଷ୍ୟତରେ ମଧ୍ୟ ଲାଗି ରହିବ ରାଜନୈତିକ ଅସ୍ଥିରତା - କୁମାରସ୍ବାମୀ

July 24, 2019, ଦେଶଦୁନିଆ, , Bhagyaprabha News Bureau
ଭବିଷ୍ୟତରେ ମଧ୍ୟ  ଲାଗି ରହିବ ରାଜନୈତିକ ଅସ୍ଥିରତା - କୁମାରସ୍ବାମୀ
Bhagyaprabha News Bureau
July 24, 2019

ଦୁଇ ସପ୍ତାହରେ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବା ପରେ କୁମାରସ୍ବାମୀ ସରକାର ଭାଜପା ପାଖରୁ ପରାଜୟ ବରଣ କରିଛି। କୁମାରସ୍ବାମୀ କ୍ଷମତାଚ୍ୟୁତ ହେବା ପରେ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି। ବୁଧବାର ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ। ଗତ ୧୪ ମାସ କାର୍ଯ୍ୟକାଳରେ ସହଯୋଗ ସମସ୍ତ ଅଧିକାରୀଙ୍କୁ ଧନ୍ୟବାଦ ଦେଇଛନ୍ତି କୁମାରସ୍ବାମୀ। ସୂଚନାଯୋଗ୍ୟ, ମଙ୍ଗଳବାର କର୍ନାଟକ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ଜେଡିଏସ-କଂଗ୍ରେସ ମେଣ୍ଟକୁ ୯୯ ଓ ବିଜେପିକୁ ୧୦୫ ଜଣ ବିଧାୟକ ସମର୍ଥନ କରିଥିଲେ




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶପଥ ଗ୍ରହଣ କଲେ ବିଶ୍ୱଭୂଷଣ ହରିଚନ୍ଦନ

ଶପଥ ଗ୍ରହଣ କଲେ ବିଶ୍ୱଭୂଷଣ ହରିଚନ୍ଦନ

Read More...

ନାବାଳିକା ଓ ମହିଳାଙ୍କ ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ

ନାବାଳିକା ଓ ମହିଳାଙ୍କ ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: