ପୋଖରୀରେ ଭାସୁଥିବା ଅବସ୍ଥାରେ ଯୁବକଙ୍କ ଗଳିତ ଶବ ଉଦ୍ଧାର

August 05, 2019, ବିଶେଷ, ଗଞ୍ଜାମ, Kiran Behera
ପୋଖରୀରେ ଭାସୁଥିବା ଅବସ୍ଥାରେ ଯୁବକଙ୍କ ଗଳିତ ଶବ ଉଦ୍ଧାର
Kiran Behera
[ Reporter,Digapahandi ]
Bhagyaprabha News Bureau
August 05, 2019

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଦିଗପହଣ୍ଡି - ଆସିକା ମୁଖ୍ୟ ରାସ୍ତାରେ ଥିବା ଏକ ପୋଖରୀରେ ଭାସୁଥିବା ଅବସ୍ଥାରେ ସୋମବାର ଅପରାହ୍ନରେ ଜଣେ ଯୁବକଙ୍କ ଗଳିତ ଶବ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି । ମୃତ ଯୁବକ ଜଣକ ହେଲେ ସ୍ଥାନୀୟ ସାନବ୍ରାହ୍ମଣ ସାହିର ସତ୍ଯ ନାରାୟଣ ପଣ୍ଡା ବୋଲି ଖବର ମିଳିଛି । ଖବରପ୍ରକାରେ , ସୋମବାର ଅପରାହ୍ନ ସମୟରେ ଦିଗପହଣ୍ଡି ଅଞ୍ଚଳେଶ୍ବରୀ ମନ୍ଦିର ନିକଟରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯିବା ସମୟରେ କିଛି ଲୋକ ପୋଖରୀ ମଧ୍ୟରେ ପଣ୍ଡାଙ୍କ ଗଳିତ ଶବ ଭାସୁଥିବା ଦେଖି ଦିଗପହଣ୍ଡି ଦମକଳବାହିନୀକୁ ଖବର ଦେଇଥିଲେ । ଖବରପାଇ ଦିଗପହଣ୍ଡି ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଘଟଣାସ୍ଥଳରେ ପହଞ୍ଚି ଗଭୀର ପାଣିରୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଉପସ୍ଥିତ ଡାକ୍ତର ପଣ୍ଡାଙ୍କୁ ମୃତ ଘୋଷଣା କରିଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି

ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି

Read More...

ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳନ

ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: