ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

August 29, 2019, ଓଡ଼ିଶା, ଗଞ୍ଜାମ, Bhagyaprabha News Bureau
ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
Bhagyaprabha News Bureau
August 29, 2019

ଓଡିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବୀନେଇ ବ୍ରହ୍ମପୁର ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇଯାଇଛି । ସଂଘର ପୁର୍ବ ନିଷ୍ପତ୍ତିନୁସାରେ ପ୍ରତି ମାସର ଶେଷ ୪ଦିନ ଓକିଲମାନେ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଉଛନ୍ତି । ଏହି ପରିପ୍ରେକ୍ଷୀରେ ସଂଘର ସଭାପତି ରବି ପାଣିଗ୍ରାହୀ , ସଂପାଦକ କୈଳାଶ ପାଣିଗ୍ରାହୀଙ୍କ ନେତୃତ୍ବରେ ଆଇନଜୀବୀ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ରାସ୍ତା ଅବରୋଧ କରିଥିଲେ । ଯାହା ଦ୍ବାରା ଯାତାୟତରେ ବ୍ୟାଘତ ସୃଷ୍ଟି ହେଉଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ଆଇନଜୀବି , ବସନ୍ତ ପଣ୍ଡା , ପ୍ରକାଶ ଦାସ, କୁନାଲ ସାହୁ , ରଘୁନାଥ ପାଣିଗ୍ରାହୀ, ରଘୁନାଥ ବେହରା , ଚିତ୍ତ ରଂଜନ ଶତପଥୀ, କିରଣ କୁମାର ମଣ୍ଡଳ ଉପସ୍ଥିତ ଥଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବ୍ରହ୍ମପୁର-ଭିଜିଲାନ୍ସ ଜାଲରେ ସହକାରୀ  ଶିକ୍ଷକ

ବ୍ରହ୍ମପୁର-ଭିଜିଲାନ୍ସ ଜାଲରେ ସହକାରୀ ଶିକ୍ଷକ

Read More...

 ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟର  ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: