ଲିଙ୍ଗରାଜଙ୍କ ରୋଷ ହୋମ ନୀତି ବନ୍ଦ

September 03, 2019, ଓଡ଼ିଶା, ଖୋର୍ଦ୍ଧା, Bhagyaprabha News Bureau
ଲିଙ୍ଗରାଜଙ୍କ ରୋଷ ହୋମ ନୀତି ବନ୍ଦ
Bhagyaprabha News Bureau
September 03, 2019

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୋଷ ହୋମ ନୀତି ବନ୍ଦ ରହିଛି। ଫଳରେ ଉପାସରେ ରହିବେ ପ୍ରଭୁ। ହେଲେ ଏଥିନିମନ୍ତେ ମନ୍ଦିର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଦାୟୀ ବୋଲି କହିଛନ୍ତି ୨ ନିଯୋଗର କର୍ମକର୍ତ୍ତା ।ବ୍ରାହ୍ମଣ ନିଯୋଗ-ପୂଜାପଣ୍ଡା ନିଯୋଗଙ୍କ ଅସହଯୋଗର ପରିଣାମ ଭୋଗୁଛନ୍ତି ମହାପ୍ରଭୁ ଲିଙ୍ଗରାଜ। ଲିଙ୍ଗରାଜଙ୍କ ନୂଆଗାଁ ଜମିକୁ ହଡ଼ପ କରାଯାଉଛି। ସେଠାରେ ଜବରଦଖଲକାରୀମାନେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚଳାଇଥିବା ବେଳେ ଏହାକୁ ରୋକିବାକୁ ପ୍ରଶାସନିକ ସ୍ତରରେ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଜବରଦଖଲ ପାଇଁ ମନ୍ଦିର ଓ ଜିଲ୍ଲା ପ୍ରଶାସନକୁ ସେମାନେ ସମ୍ପୂର୍ଣ୍ଣ ଭାବେ ଦୋଷ ଦେଇଛନ୍ତି। ଏହାକୁ ରୋକିବା ଲାଗି ପ୍ରଶାସନିକ ସ୍ତରର ଉଦାସୀନତାକୁ ସେମାନେ କଡ଼ା ସମାଲୋଚନା କରିଛନ୍ତି।






Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନିଜର କାୟା ବିସ୍ତାର କରିବାରେ ଲାଗିଛି ଡେଙ୍ଗୁ , ସ୍ୱାସ୍ଥ୍ୟ ବିଭାଗ ନିରବଦ୍ରଷ୍ଟା

ନିଜର କାୟା ବିସ୍ତାର କରିବାରେ ଲାଗିଛି ଡେଙ୍ଗୁ , ସ୍ୱାସ୍ଥ୍ୟ ବିଭାଗ ନିରବଦ୍ରଷ୍ଟା

Read More...

ଆଜି  ନୂଆଁଖାଇ , ପଶ୍ଚିମ ଓଡିଶା ଉତ୍ସବମୁଖର

ଆଜି ନୂଆଁଖାଇ , ପଶ୍ଚିମ ଓଡିଶା ଉତ୍ସବମୁଖର

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: