ରାଜ୍ୟରେ ୩ ଦିନ ଧରି ମଧ୍ୟମ ଧରଣର ବର୍ଷା ସମ୍ଭାବନା - ପାଣିପାଗ ବିଭାଗ

September 04, 2019, ଦେଶଦୁନିଆ, , Bhagyaprabha News Bureau
ରାଜ୍ୟରେ ୩ ଦିନ ଧରି ମଧ୍ୟମ ଧରଣର ବର୍ଷା ସମ୍ଭାବନା - ପାଣିପାଗ ବିଭାଗ
Bhagyaprabha News Bureau
September 04, 2019

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷିବ। ଗୁରୁବାରଠାରୁ ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ ପକ୍ଷରୁ ୮ଟି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
 କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ

କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ

Read More...

ପଣିବନ୍ଧ ଗ୍ରାମରେ ମହାଆଡ଼ମ୍ବରରେ ପୂଜା ପାଉଛନ୍ତି ବିଘ୍ନରାଜ ଗଣେଶ

ପଣିବନ୍ଧ ଗ୍ରାମରେ ମହାଆଡ଼ମ୍ବରରେ ପୂଜା ପାଉଛନ୍ତି ବିଘ୍ନରାଜ ଗଣେଶ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: