ଆସନ୍ତାକାଲି ମାଘ ସପ୍ତମୀ

February 11, 2019, ବିଶେଷ, , Bhagyaprabha News Bureau
ଆସନ୍ତାକାଲି ମାଘ ସପ୍ତମୀ
Bhagyaprabha News Bureau
February 11, 2019

ଆସନ୍ତାକାଲି ପବିତ୍ର ମାଘସପ୍ତମୀ ଚନ୍ଦ୍ରଭାଗାରେ ଲାଗିଲାଣି ଶ୍ରଦ୍ଧାଳୁଙ୍କ ଭିଡ । କୋଣାର୍କ ନିକଟ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ ପକାଇବେ ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁ ମାନେ କୋଣାର୍କରେ ପହଁଞ୍ଚିବାରେ ଲାଗିଛନ୍ତି । ତେଣୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ତୀର୍ଥ ପୁଷ୍କରଣୀକୁ ସଂମ୍ପୂର୍ଣ୍ଣ ସଫା କରାଯାଇଥିଲା ବେଳେ ବିଭିନ୍ନ ପରିମଳ ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଇଛି । କୋଣାର୍କ ବସଷ୍ଟାଣ୍ଡରେ ଅସ୍ଥାୟୀ ଶୈାଚାଳୟ ବ୍ୟବସ୍ଥା କରାଯାଇଥିବାବେଳେ ନିରବଛିନ୍ନ ବିଦ୍ୟୁତ୍‌ ବ୍ୟବସ୍ଥା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି । ଆବଶ୍ୟକ ସଂଖ୍ୟକ ଆମ୍ବୁଲ୍ୟାନ୍ସ ପୋଲିସ୍‌ ଫୋର୍ସ ମୁତୟନ କରାଯାଇଛି । ମାଘ ସପ୍ତମୀ ତିଥିରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ କୋଟି ଜନ୍ମର ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନବନିର୍ମାଣ କୃଷକ ସଙ୍ଘଠନର ବିକ୍ଷୋପ

ନବନିର୍ମାଣ କୃଷକ ସଙ୍ଘଠନର ବିକ୍ଷୋପ

Read More...

ଜିଲା ସ୍ତରୀୟ ଭଲି ବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ।

ଜିଲା ସ୍ତରୀୟ ଭଲି ବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ।

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: