କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ବାଜିଲା ମୋହର

September 26, 2019, ଓଡ଼ିଶା, , Bhagyaprabha News Bureau
 କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Bhagyaprabha News Bureau
September 26, 2019

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍‌ର ଏକ ଜରୁରୀ ବୈଠକ ବସିଥିଲା । ଉକ୍ତ ବୈଠକରେ ମୋଟ୍ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଧାନ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟକୁ ମଞ୍ଜୁରୀ ମିଳିଛି । ଚଳିତ ବର୍ଷ ୬୦ଲକ୍ଷ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି । ୪୧ଲକ୍ଷ ଟନ୍ ଚାଉଳ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି । ସବୁ ଚାଷୀଙ୍କ ଧାନ ସଂଗ୍ରହ ସରକାରଙ୍କ ଲକ୍ଷ୍ୟ ଧାର୍ଯ୍ୟ । ଧାନ ସଂଗ୍ରହରେ ପାକ୍ସ ସହ ଏସଏଚଜି ମଧ୍ୟ ସାମିଲ ହେବେ । ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ପୂର୍ବରୁ ୭୨ ଘଣ୍ଟା ଭିତରେ ଚାଷୀଙ୍କୁ ଧାନ ଟଙ୍କା ମିଳୁଥିଲା ।ସେହିଭଳି ବରମୁଣ୍ଡା ବସଷ୍ଟାଣ୍ଡ ନବୀକରଣ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି । ବସ୍‌ଷ୍ଟାଣ୍ଡ ନବୀକରଣ ପାଇଁ ୧୬୦ କୋଟି ଟଙ୍କା ଖର୍ଚ୍ଚ ହେବ । ୨ ବର୍ଷ ମଧ୍ୟରେ ବସଷ୍ଟାଣ୍ଡ ନବୀକରଣ କାମ ଶେଷ ହେବ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମା ମଝିଘୋରିଆଣି ମନ୍ଦିର ହୁଣ୍ଡି ଖୋଲାଯାଇଛି।

ମା ମଝିଘୋରିଆଣି ମନ୍ଦିର ହୁଣ୍ଡି ଖୋଲାଯାଇଛି।

Read More...

ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ସ୍ଥିତି ସମୀକ୍ଷା କଲେ ଗଞ୍ଜାମ ଜିଲ୍ଲାପାଳ

ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ସ୍ଥିତି ସମୀକ୍ଷା କଲେ ଗଞ୍ଜାମ ଜିଲ୍ଲାପାଳ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: