ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ; ୩ ଲକ୍ଷ ଶ୍ରଦ୍ଧାଳୁ

February 12, 2019, ଓଡ଼ିଶା, , Bhagyaprabha News Bureau
ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ; ୩ ଲକ୍ଷ ଶ୍ରଦ୍ଧାଳୁ
Bhagyaprabha News Bureau
February 12, 2019

ଆଜି ହେଉଛି ପବିତ୍ର ମାଘ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି। ।ଏହି ଅବସରରେ ସୂର୍ଯୋଦୟସମୟରେ ପ୍ରାୟ ୩ ଲକ୍ଷ ଶ୍ରଦ୍ଧାଳୁ ପବିତ୍ର ଚନ୍ଦ୍ରଭାଗାରେ ବୁଡ ପକାଇଛନ୍ତି । ଚନ୍ଦ୍ରଭାଗା ସ୍ନାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଆଖିଆଗରେ ରଖି ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପ୍ରାୟ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି।ଏହି ଦିନ ରୋଗଗ୍ରସ୍ତ ବ୍ୟକ୍ତି ସୂର୍ଯ୍ୟ ପୂଜା କଲେ ରୋଗଶୋକରୁ ମୁକ୍ତ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି। ପରମ୍ଫରା ଅନୁଯାୟୀ ଆଜି ସକାଳେ ରାଜ୍ୟ ସହିତ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରାୟ ୩ ଲକ୍ଷ ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ସ୍ନାନ କରିଛନ୍ତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଅଦାଲତ ଅବମାନନାରେ ନାଗେଶ୍ୱର ରାଓଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

ଅଦାଲତ ଅବମାନନାରେ ନାଗେଶ୍ୱର ରାଓଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

Read More...

ଆଜିଠୁ ଆରମ୍ଭ ହେଉଛି ଖଣ୍ଡଗିରି କୁମ୍ଭ ମେଳା : ତପଭୂମିରେ ଗୁଞ୍ଜରିତ ହେବ ଯଜ୍ଞମନ୍ତ୍ର, ଶହ ଶହ ସଂଖ୍ୟାରେ ଏକାଠି ହେବେ ସାଧୁ ସନ୍ଥ

ଆଜିଠୁ ଆରମ୍ଭ ହେଉଛି ଖଣ୍ଡଗିରି କୁମ୍ଭ ମେଳା : ତପଭୂମିରେ ଗୁଞ୍ଜରିତ ହେବ ଯଜ୍ଞମନ୍ତ୍ର, ଶହ ଶହ ସଂଖ୍ୟାରେ ଏକାଠି ହେବେ ସାଧୁ ସନ୍ଥ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: