ବିଷାକ୍ତ ସାପ କାମୁଡ଼ାରେ ମହିଳା ଗୁରୁତର।

October 25, 2019, ବିଶେଷ, ଗଞ୍ଜାମ, Kiran Behera
ବିଷାକ୍ତ ସାପ କାମୁଡ଼ାରେ ମହିଳା ଗୁରୁତର।
Kiran Behera
[ Reporter,Digapahandi ]
Bhagyaprabha News Bureau
October 25, 2019

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମରେ ଶୁକ୍ରବାର ସକାଳେ ଜଣେ ମହିଳାଙ୍କୁ ଏକ ବିଷାକ୍ତ ସାପ କାମୁଡ଼ିବାରୁ ମହିଳା ଜଣକ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ଜଣାପଡିଛି। ଗୁରୁତର ମହିଳା ହେଲେ ଉକ୍ତ ଗ୍ରାମର ଏସ୍ .ମୁଦୁକୁ ରେଡ୍ଡୀ । ଖବରପ୍ରକାରେ , ଶୁକ୍ରବାର ସକାଳ ପ୍ରାୟ ୭ ଟାରେ ମହିଳା ଜଣକ ଧାନ ଚାଷ ଜମିରେ ପାଣି କାଟିବାକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ତାଙ୍କ ବାମ ପାଦକୁ କୌଣସି ବିଷାକ୍ତ ସାପ କାମୁଡି ଦେଇଥିଲା।ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା କରାଯିବା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗୋକର୍ଣ୍ଣପୁର ଗ୍ରାମରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୋକର୍ଣ୍ଣପୁର ଗ୍ରାମରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

Read More...

ଅବକାରୀ ବିଭାଗ ପକ୍ଷରୁ ମଦ ଜବତ  ଜଣେ ଗିରଫ

ଅବକାରୀ ବିଭାଗ ପକ୍ଷରୁ ମଦ ଜବତ ଜଣେ ଗିରଫ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: