ଶହୀଦ ଦୁଇ ଓଡ଼ିଆ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

February 16, 2019, ଦେଶଦୁନିଆ, , Bhagyaprabha News Bureau
 ଶହୀଦ ଦୁଇ ଓଡ଼ିଆ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Bhagyaprabha News Bureau
February 16, 2019

ପୁଲଓ୍ବାମା ଠାରେ ଶହୀଦ ଦୁଇ ଓଡ଼ିଆ ଯବାନ ପ୍ରସନ୍ନ ସାହୁ ଓ ମନୋଜ ବେହେରାଙ୍କ ଶେଷ ଦର୍ଶନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେମାନଙ୍କ ବଳିଦାନକୁ ସମ୍ମାନ ଜଣାଇ ସେ ଶହୀଦଙ୍କ ପରିବାର ଲୋକଙ୍କ ପାଇଁ ୨୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହିତ ରାଜ୍ୟ ସରକାର ସେମାନଙ୍କ ପିଲାମାନଙ୍କ ପାଠପଢା ଖର୍ଚ୍ଚ ବହନ କରିବେ। ସେମାନଙ୍କ ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତରେ ପରିଣତ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ସେଠାକାର ବିଦ୍ୟାଳୟକୁ ଶହୀଦଙ୍କ ନାମରେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବୁଥ୍‌ସ୍ତରୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେବା ପାଇଁ ଓଡ଼ିଶା ଆସୁଛନ୍ତି ରାଜନାଥ

ବୁଥ୍‌ସ୍ତରୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେବା ପାଇଁ ଓଡ଼ିଶା ଆସୁଛନ୍ତି ରାଜନାଥ

Read More...

ଯୌତୁକ ଲୋଭରେ ସ୍ୱାମୀ ସାଜିଲା ସଇତାନ

ଯୌତୁକ ଲୋଭରେ ସ୍ୱାମୀ ସାଜିଲା ସଇତାନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: