ରାଜ୍ୟସଭା ସାଂସଦ ଏ.ଭି. ସ୍ବାମୀଙ୍କ ପରଲୋକ

December 31, 2019, ଦେଶଦୁନିଆ, , BHAGYAPRABHA NEWS
 ରାଜ୍ୟସଭା ସାଂସଦ ଏ.ଭି. ସ୍ବାମୀଙ୍କ ପରଲୋକ
BHAGYAPRABHA NEWS
[ INPUT ]
Bhagyaprabha News Bureau
December 31, 2019

ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି. ସ୍ବାମୀଙ୍କର ଆଜି ପରଲୋକ ହୋଇଛି । ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ନୂଆପଡ଼ା ଜିଲ୍ଲାର ଖରିଆର ରୋଡ୍ ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସ୍ୱର୍ଗତ ଏ.ଭି ସ୍ୱାମୀ ୨୦୧୨ ମସିହା ଏପ୍ରିଲ ୪ ତାରିଖରୁ ୨୦୧୮ ମସିହା ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟ ଥିଲେ । ସେ ସ୍ବାଧୀନ ପ୍ରାର୍ଥୀଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବତନ ରାଜ୍ୟସଭା ସାଂସଦ ଏ.ଭି. ସ୍ବାମୀଙ୍କର ବିୟୋଗରେ ନୂଆପଡ଼ା ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବଲିରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବଲିରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Read More...

ବିଭିନ୍ନ ଜିଲ୍ଲାର କାର୍ଯ୍ୟକ୍ରମ ତଦାରଖ କରବେ ସଚିବ

ବିଭିନ୍ନ ଜିଲ୍ଲାର କାର୍ଯ୍ୟକ୍ରମ ତଦାରଖ କରବେ ସଚିବ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: