ନୂଆ ବର୍ଷ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

December 31, 2019, ଓଡ଼ିଶା, , BHAGYAPRABHA NEWS
ନୂଆ ବର୍ଷ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ
BHAGYAPRABHA NEWS
[ INPUT ]
Bhagyaprabha News Bureau
December 31, 2019

ଆଉ କିଛି ଘଣ୍ଟା ପରେ ଆରମ୍ଭ ହେବ ନୂଆବର୍ଷ ପାଳନ । ନୂଆ ବର୍ଷ ପାଳନ ପାଇଁ ଚାରିଆଡେ ଉତ୍ସବର ମାହୋଲ ।ସେପଟେ ନବବର୍ଷ ପାଇଁ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପୋଲିସ ଡିଜି ଅଭୟ । ନୂଆବର୍ଷ ପାଳନ ବେଳେ ଜନସାଧାରଣଙ୍କ ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ । ଜିରୋ ନାଇଟ୍ ସେଲିବ୍ରେସନ ଉପରେ ଓଡ଼ିଶା ପୋଲିସର କଡ଼ା ନଜର ରହିବ । ଏହାସହ ନୂଆବର୍ଷରେ ସାଧାରଣ ଜନତା, ମହିଳା ଓ ଟେକ୍ନୋଲୋଜି ଉପରେ ଗୁରୁତ୍ୱ ଦିଆଯିବ ସେଥିପାଇଁ ଚେଷ୍ଟା କରାଯିବ ବୋଲି କହିଛନ୍ତି ପୋଲିସ ଡିଜି ଅଭୟ ।ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଯୁବପୀଢି ଠାରୁ ଆରମ୍ଭ କରି ସଭିଏଁ ସମସ୍ତେ ପ୍ରସ୍ତୁତ । ଜିରୋ ନାଇଟ୍ ସେଲିବ୍ରେସନ ପାଇଁ କଟକ, ଭୁବନେଶ୍ୱର , ପୁରୀ, ବ୍ରହ୍ମପୁର , ବାଲେଶ୍ୱର, ସମ୍ବଲପୁର, ରାଉରକେଲାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ସବୁ ସ୍ଥାନରେ ବିଶୃଙ୍ଖଳିତ ପରିସ୍ଥିତି ଏଡାଇବା ପାଇଁ ପଦକ୍ଷେପ ନିଆଯାଇଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ

ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ

Read More...

ନୂଆ ବର୍ଷ ପାଳିବେନି ମୁଖ୍ୟମୁନ୍ତ୍ରୀ

ନୂଆ ବର୍ଷ ପାଳିବେନି ମୁଖ୍ୟମୁନ୍ତ୍ରୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: