ଆଜି ଠାରୁ ୩ ଦିନ ଯାଏଁ ବର୍ଷା ସମ୍ଭାବନା

January 09, 2020, ଓଡ଼ିଶା, , BHAGYAPRABHA NEWS
ଆଜି ଠାରୁ ୩ ଦିନ ଯାଏଁ ବର୍ଷା ସମ୍ଭାବନା
BHAGYAPRABHA NEWS
[ INPUT ]
Bhagyaprabha News Bureau
January 09, 2020

ଆଜି ଠାରୁ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ନେଇ ଗୁରୁବାର ଜଣାପଡ଼ିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି। ଆଜି କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଆସନ୍ତା କାଲି ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି। ଏହାସହ ସମଗ୍ର ଓଡ଼ିଶାରେ ଶୀତ ପ୍ରକୋପ କମିଛି। ସମସ୍ତ ସହରର ତାପମାତ୍ରା ୧୧ ରୁ ୧୭ ଡ଼ିଗ୍ରୀ ମଧ୍ୟରେ ରହିଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୧ ଡ଼ିଗ୍ରୀ ରହିଥିବା ନେଇ ସୂଚନା ମିଳିଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପରେଟର

ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପରେଟର

Read More...

ଜାନୁଆରୀ ୩୧ରୁ କ୍ୟାବିନେଟରେ ବଜେଟ ଅଧିବେଶନ

ଜାନୁଆରୀ ୩୧ରୁ କ୍ୟାବିନେଟରେ ବଜେଟ ଅଧିବେଶନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: