ବ୍ରହ୍ମପୁରରେ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

January 16, 2020, ଓଡ଼ିଶା, ଗଞ୍ଜାମ, Swadhina Kumar Sahu
ବ୍ରହ୍ମପୁରରେ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
Swadhina Kumar Sahu
[ District Reporter ,Ganjam ]
Bhagyaprabha News Bureau
January 16, 2020

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ସେବା ସମବାୟ ସମିତି ସମ୍ପାଦକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କାର୍ଯ୍ୟାଳୟ ଭିତରୁ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଜଗନ୍ନାଥ ପାତ୍ର ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଲୋଚାପଡ଼ା ସେବା ସମବାୟ ସମିତି କାର୍ଯ୍ୟାଳୟରେ ଜଗନ୍ନାଥ ସମ୍ପାଦକ ଭାବେ କାର୍ଯ୍ୟକରୁଥିଲେ। ତାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କାର୍ଯ୍ୟାଳୟ ଭିତରୁ ଉଦ୍ଧାର କରାଯାଇଥିଲା। ଖବର ପାଇ ଘଟଣା ସ୍ଥଲରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଖଲିକୋଟ ଜୁନିୟର କଲେଜ ପରିଦର୍ଶନ

ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଖଲିକୋଟ ଜୁନିୟର କଲେଜ ପରିଦର୍ଶନ

Read More...

ଆଉ ନାହାନ୍ତି ଟିମ ଇଣ୍ଡିଆର ସୁପରଫ୍ୟାନ ଚାରୁଲତା

ଆଉ ନାହାନ୍ତି ଟିମ ଇଣ୍ଡିଆର ସୁପରଫ୍ୟାନ ଚାରୁଲତା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: