ମୋହନା ହାଇସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳିତ

January 27, 2020, ଓଡ଼ିଶା, ଗଜପତି, BHAGYAPRABHA NEWS
ମୋହନା ହାଇସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳିତ
BHAGYAPRABHA NEWS
[ INPUT ]
Bhagyaprabha News Bureau
January 27, 2020

ଗଜପତି ଜିଲ୍ଲା ମୋହନା ସ୍ଥିତ ହାଇସ୍କୁଲ୍ ପଡିଆଠାରେ ୭୧ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମୋହନା ଉନ୍ନୟନ ପରିଷଦ କମିଟି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୋହନା ବିଧାୟକ ଦାସରଥି ଗମାଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୋହନା ବିଡିଓ ବଂଶିଧର ଖୋସଲା ସମ୍ମାନୀୟ ଅତିଥି ଭାବରେ ଯୋଗଦେଇଥିବାବେଳେ ତହସିଲଦାର କଲ୍ୟାଣୀ ସଂଘମିତ୍ରାଦେବୀ ମୁଖ୍ୟବକ୍ତାଭାବେ ଯୋଗଦେଇଥିଲେ । ଏହିଅବସରେ ହିଲଟପ୍ ମହାବିଦ୍ୟାଳୟ,ସରକାରି ଉଚ୍ଚବିଦ୍ୟାଳୟ,ବିମଳା ବାଳିକା ଉଚ୍ଚବିଦ୍ୟାଳୟ,ସରସ୍ବତି ଶିଶୁବିଦ୍ୟାମନ୍ଦିର ସମେତ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପ୍ୟାରେଡରେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମୋହନା ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ହଳଦିଆ ତୈଳକ ବୈଶ୍ୟ ସମାଜ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ହଳଦିଆ ତୈଳକ ବୈଶ୍ୟ ସମାଜ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

Read More...

ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚରେ ପତିତପାବନ କ୍ଲବ ବିଜୟ

ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚରେ ପତିତପାବନ କ୍ଲବ ବିଜୟ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: