ଚନ୍ଦ୍ରଭାଗାରେ ତିଳସପ୍ତମୀ ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

February 01, 2020, ଓଡ଼ିଶା, ପୁରୀ, Bhagyaprabha News Bureau
ଚନ୍ଦ୍ରଭାଗାରେ ତିଳସପ୍ତମୀ ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
Bhagyaprabha News Bureau
February 01, 2020

ଆଜି ହେଉଛି ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ପୁଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି। ଏହାସହ ସମୁଦ୍ରରେ ସୁରକ୍ଷିତ ସ୍ନାନ ପାଇଁ ଏନଡ଼ିଆରଏଫ, ଓଡ଼୍ରାଫ ଓ ଅଗ୍ନିଶମ ବାହିନୀଙ୍କୁ ମଧ୍ୟ ମୁତୟନ ହୋଇଛନ୍ତି। ଭକ୍ତଙ୍କ ସୁବିଧା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ମଧ୍ୟ କରାଯାଇଛି। ସୁଚନାଯୋଗ୍ୟ, ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ଅର୍କ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହି ତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଥାଏ। ତେଣୁ କୋଣାର୍କ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛି। ଏହିଦିନରେ ସୂର୍ଯ୍ୟଦେବଙ୍କୁ ବିଶେଷ ଭାବେ ପୂଜାର୍ଚ୍ଚନା କରାଯାଏ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସଂସଦରେ ବଜେଟ ଉପସ୍ଥାପନା କଲେ ଅର୍ଥମନ୍ତ୍ରୀ

ସଂସଦରେ ବଜେଟ ଉପସ୍ଥାପନା କଲେ ଅର୍ଥମନ୍ତ୍ରୀ

Read More...

କୋର୍ଟରେ ଦାଖଲ ହେଲା ନିର୍ଭୟା ମାମଲର ଷ୍ଟାଟସ ରିପୋର୍ଟ

କୋର୍ଟରେ ଦାଖଲ ହେଲା ନିର୍ଭୟା ମାମଲର ଷ୍ଟାଟସ ରିପୋର୍ଟ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: