ଭିଜଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ

March 03, 2020, ଅପରାଧ, ଗଞ୍ଜାମ, Swadhina Kumar Sahu
ଭିଜଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ
Swadhina Kumar Sahu
[ District Reporter ,Ganjam ]
Bhagyaprabha News Bureau
March 03, 2020

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ । ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ପାଢୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଚାଲିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ଉ କରାଯାଉଥିବା ନେଇ ସୂଚନା ମିଳିଛି ।


1583210890.jpg


ତେବେ ବିନୋଦ ପାଢୀଙ୍କ ବ୍ରହ୍ମପୁର ସ୍ଥିତ ବାସଭବନ ସମେତ ଏକକାଳୀନ ୧୨ଟି ସ୍ଥାନରେ ଚଢଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ସୁନ୍ଦରଗଡ ଗସ୍ତ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ସୁନ୍ଦରଗଡ ଗସ୍ତ

Read More...

ହାପି ବାର୍ଥ ଡେ ଶ୍ରଦ୍ଧା

ହାପି ବାର୍ଥ ଡେ ଶ୍ରଦ୍ଧା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: