ମୁଖ୍ୟମନ୍ତ୍ରୀଙ୍କ ଢେଙ୍କାନାଳ ଗସ୍ତ

February 24, 2019, ଓଡ଼ିଶା, ଢେଙ୍କାନାଳ, Bhagyaprabha News Bureau
ମୁଖ୍ୟମନ୍ତ୍ରୀଙ୍କ ଢେଙ୍କାନାଳ ଗସ୍ତ
Bhagyaprabha News Bureau
February 24, 2019

ସାରା ରାଜ୍ୟରେ ବିଭିନ୍ନ ସ୍ଥାନ ଭ୍ରମଣ କରିବା ସହିତ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭଉଦ୍‌ଘାଟନ କରି ଭିତ୍ତିପ୍ରସ୍ତର ସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହି କ୍ରମରେ ଆଜି ଦିନିକିଆ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟାରେ ସେ ହିନ୍ଦୋଳ ବ୍ଲକ୍‌ ସାତମାଇଲ ନିକଟରେ ହେବାକୁ ଥିବା ସମାବେଶରେ ଯୋଗଦେଇ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଜିଲ୍ଲାରେ 'କାଳିଆ' ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କୁ ଟଙ୍କା ବଣ୍ଟା ଯିବ ବୋଲି ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି।ଏହି ଅବସରରେ ନବୀନ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହିତ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଗୋରଖପୁରରେ କିଷାନ ସମ୍ମାନ ନିଧି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଗୋରଖପୁରରେ କିଷାନ ସମ୍ମାନ ନିଧି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

Read More...

ରାଇସ ମିଲରେ ଅଗ୍ନିକାଣ୍ଡ- ଲକ୍ଷାଧିକ ଟଙ୍କାର ସମ୍ପତ୍ତି  ନଷ୍ଟ

ରାଇସ ମିଲରେ ଅଗ୍ନିକାଣ୍ଡ- ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: