ମାସ୍କ ନ ପିନ୍ଧିଲେ ଦେବାକୁ ପଡିବ ଜୋରିମାନା

April 05, 2020, ଓଡ଼ିଶା, ଗଞ୍ଜାମ, Swadhina Kumar Sahu
ମାସ୍କ ନ ପିନ୍ଧିଲେ ଦେବାକୁ ପଡିବ ଜୋରିମାନା
Swadhina Kumar Sahu
[ District Reporter ,Ganjam ]
Bhagyaprabha News Bureau
April 05, 2020

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍‌ ଲାଗୁ କରାଯାଇଛି। ଅର୍ଥାତ୍‌ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଜିଲା ଶର୍ଟଡାଉନ୍‌ରେ ରହିବ। ଏହି ସମୟ ମଧ୍ୟରେ ବାହାରେ ବୁଲୁଥିବା ଯେ କୌଣସି ଲୋକଙ୍କୁ ପୋଲିସ ଥାନାକୁ ଉଠାଇ ଆଣିବ। ସେମାନଙ୍କୁ ବାଧ୍ୟତାମୂଳକ ଭାବେ କ୍ୱାରାଣ୍ଟାଇନରେ ରଖାଯିବ। ସେହିପରି ଧାର୍ଯ୍ୟ ହୋଇଥିବା ସମୟରେ ବାହାରକୁ ବାହାରିବା ବେଳେ ମାସ୍କ ନ ପିନ୍ଧିଥିଲେ ଜରିମାନା ଆଦାୟ କରାଯିବ। ସହରାଞ୍ଚଳରେ ଏ ବାବଦରେ ୧ ହଜାର ଟଙ୍କା ଓ ଗ୍ରାମାଞ୍ଚଳରେ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାସ୍କ ନ ଥିଲେ କଟନ କପଡା, ରୁମାଲ ଆଦି ମୁଁହରେ ବାନ୍ଧିବାକୁ ଜ଼ିଲାପାଳ ପରାମର୍ଶ ଦେଇଛନ୍ତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କରୋନା ମୁକାବିଲା ପାଇଁ ଦୀପ ଜାଳିଲେ ଦେଶବାସୀ

କରୋନା ମୁକାବିଲା ପାଇଁ ଦୀପ ଜାଳିଲେ ଦେଶବାସୀ

Read More...

ଆସନ୍ତା ୧୪ ପରେ ସ୍କୁଲ ଓ କଲେଜ୍‌ ଖୋଲିବା ନେଇ ହେବ ନିଷ୍ପତ୍ତି

ଆସନ୍ତା ୧୪ ପରେ ସ୍କୁଲ ଓ କଲେଜ୍‌ ଖୋଲିବା ନେଇ ହେବ ନିଷ୍ପତ୍ତି

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: