ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍

April 19, 2020, ଓଡ଼ିଶା, , BHAGYAPRABHA NEWS
ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି  ଜଷ୍ଟିସ୍ ମହମ୍ମଦ ରଫିକ୍
BHAGYAPRABHA NEWS
[ INPUT ]
Bhagyaprabha News Bureau
April 19, 2020

ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ହେବା ନେଇ ସୁପ୍ରିମକୋର୍ଟ କଲେଜିୟମ୍ ର ସୁପାରିସ ହୋଇଛି ।ଗତ ୧୮ ତାରିଖରେ ଅନୁଷ୍ଠିତ ସୁପ୍ରିମକୋର୍ଟ କଲେଜିୟମ୍ ବୈଠକରେ ଏହି ନିଷ୍ପତି ନିଆଯାଇଥିବା ଜଣାପଡ଼ିଛି। ଏଥିସହ କଲେଜିୟମ୍ ବମ୍ବେ ଏବଂ ମେଘାଳୟ ହାଇକୋର୍ଟର ମୁଖ୍ୟବିଚାରପତି ପଦବିରେ ନିଯୁକ୍ତି ଲାଗି ମଧ୍ୟ ନାମ ସୁପାରିସ କରିଛନ୍ତି।ଜଷ୍ଟିସ୍ ମହମ୍ମଦ ରଫିକ୍ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହେବା ପୂର୍ବରୁ ରାଜସ୍ଥାନ ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି। ଏହି ସମୟରେ ସେ ଦୁଇ ଦୁଇ ଥର କାର୍ଯ୍ୟକାରୀ ମୁଖ୍ୟବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି। ୨୦୧୯ ନଭେମ୍ବର ୧୩ରେ ସେ ମେଘାଳୟ ହାଇକୋର୍ଟର ମୁଖ୍ୟବିଚାରପତି ନିଯୁକ୍ତ ହୋଇଥିଲେ।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କଲେ ୯୧ ବର୍ଷୀୟ ବୃଦ୍ଧ ଯୁଗୀନ୍ଦ୍ର

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କଲେ ୯୧ ବର୍ଷୀୟ ବୃଦ୍ଧ ଯୁଗୀନ୍ଦ୍ର

Read More...

 କଳାକନା ବୁଲାଇଲେ ଦୃର୍ବୁତ୍ତ ,ସୁନା ଓ ଟଙ୍କା ଧରି ଛୁ

କଳାକନା ବୁଲାଇଲେ ଦୃର୍ବୁତ୍ତ ,ସୁନା ଓ ଟଙ୍କା ଧରି ଛୁ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: