ମାଡି ଆସୁଛି କାଳବୈଶାଖୀ,୨୧ଟି ଜିଲ୍ଲାକୁ ସତର୍କ ସୂଚନା

February 25, 2019, ଓଡ଼ିଶା, , Bhagyaprabha News Bureau
 ମାଡି ଆସୁଛି କାଳବୈଶାଖୀ,୨୧ଟି ଜିଲ୍ଲାକୁ ସତର୍କ ସୂଚନା
Bhagyaprabha News Bureau
February 25, 2019


ଆଜି ୨୧ଟି ଜିଲ୍ଲାରେ ପବନ ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଯାଜପୁର, ଭଦ୍ରକ, ବରଗଡ଼, ଅନୁଗୋଳ, ନୟାଗଡ଼, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଯାଜପୁରରେ ପ୍ରେମୀ ଯୁଗଳ ମୁହାଁମୁହିଁ

ଯାଜପୁରରେ ପ୍ରେମୀ ଯୁଗଳ ମୁହାଁମୁହିଁ

Read More...

ବଢିଲା ମହଙ୍ଗା ଭତ୍ତା

ବଢିଲା ମହଙ୍ଗା ଭତ୍ତା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: