ସୁନ୍ଦରଗଡରୁ ଆଉ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

May 22, 2020, ଓଡ଼ିଶା, , Bhagyaprabha News Bureau
ସୁନ୍ଦରଗଡରୁ ଆଉ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
Bhagyaprabha News Bureau
May 22, 2020

ସୁନ୍ଦରଗଡରୁ ଆଉ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାପାଳ ନିଖିଲ୍‌ ପଓ୍ବନ୍‌ କଲ୍ୟାଣ ଏହି ସୂଚନା ପ୍ରଦାନ କରିଛନ୍ତି । ପାଞ୍ଚ ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ତିନି ଜଣ ମହିଳା ରହିଛନ୍ତି । ସମସ୍ତେ ମହାରାଷ୍ଟ୍ର ଫେରନ୍ତା ଏବଂ କ୍ବାରେଣ୍ଟିନ୍‌ରେ ରହିଥିଲେ । ଆକ୍ରାନ୍ତ ଚିହ୍ନଟ ହେବା ପରେ ସମସ୍ତ ଆକ୍ରାନ୍ତଙ୍କୁ ରାଉରକେଲା ସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଝାରସୁଗୁଡାରୁ ଜଣେ 5 ବର୍ଷୀୟ ଶିଶୁ କରୋନା ଦ୍ବାରା ଆକ୍ରାନ୍ତ ହୋଇଛି । ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ଏହି ସୂଚନା ପ୍ରଦାନ କରିଛନ୍ତି । ସୁଚନାଯୋଗ୍ୟ , ରାଜ୍ୟରେ ବର୍ତ୍ତମାନ ସୁମଦାୟ ୧୧୮୯ ଜଣ ଆକ୍ରାନ୍ତ ରହିଥିବା ବେଳେ୪୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭ ଜଣଙ୍କର ପ୍ରାଣହାନି ଘଟିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ

Read More...

ପଶ୍ଚିମବଙ୍ଗକୁ ୧ ହଜାର କୋଟିର ଆଗୁଆ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

ପଶ୍ଚିମବଙ୍ଗକୁ ୧ ହଜାର କୋଟିର ଆଗୁଆ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: