ଜୁନ ୮ରୁ ଖୋଲିବ ଧାର୍ମିକସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ ଓ ସପିଂ ମଲ୍

May 30, 2020, ଦେଶଦୁନିଆ, , BHAGYAPRABHA NEWS
ଜୁନ ୮ରୁ ଖୋଲିବ ଧାର୍ମିକସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ ଓ ସପିଂ ମଲ୍
BHAGYAPRABHA NEWS
[ INPUT ]
Bhagyaprabha News Bureau
May 30, 2020

କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପଞ୍ଚମ ପାଳି ଲକଡାଉନ ଘୋଷଣା କରାଯାଇଛି । ତେବେ କେବଳ କଣ୍ଟେନମେଣ୍ଟ ଜୋନଗୁଡ଼ିକ ପାଇଁ ଏହି ଲକଡାଉନ ନିୟମାବଳୀ କଡ଼ାକଡ଼ିଭାବେ ଲାଗୁ ହେବ ।ଜୁନ ୧ରୁ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ସମସ୍ତ କାର୍ଯ୍ୟକଳାପକୁ ପର୍ଯ୍ୟାୟକ୍ରମେ ପୁନଃ-କାର୍ଯ୍ୟକାରୀ କରିବାକୁ ଅନୁମତି ଦିଆଯାଇଛି | ଅନଲକ-୧ ଅନୁସାରେ ଜୁନ୍ ୮ରୁ ସର୍ବସାଧାରଣ ସ୍ଥାନ, ହୋଟେଲ, ରେଷ୍ଟୁରାଣ୍ଟ, ଅନ୍ୟାନ୍ୟ ଆତିଥ୍ୟ ସେବା ଏବଂ ସପିଂ ମଲ୍, ଧାର୍ମିକ ସ୍ଥାନ ଏବଂ ପୂଜାପାଠ ସ୍ଥାନଗୁଡିକ ଖୋଲିବାକୁ ଅନୁମତି ଦିଆଯିବ ବୋଲି ଆଜି ଗୃହ ମନ୍ତ୍ରାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି | ସାମାଜିକ ଦୂରତାକୁ ସୁନିଶ୍ଚିତ କରିବା ଏବଂ କୋଭିଡ -୧୯ର ସଂକ୍ରମଣ ରୋକିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ କେନ୍ଦ୍ରୀୟ ମନ୍ତ୍ରାଳୟ/ ବିଭାଗ ଏବଂ ଅନ୍ୟାନ୍ୟ ହିତାଧିକାରୀଙ୍କ ସହ ପରାମର୍ଶ କରି ଉପରୋକ୍ତ କାର୍ଯ୍ୟକଳାପ ପାଇଁ ଏସଓପି ପ୍ରଦାନ କରିବ ବୋଲି ଜଣା ପଡିଛି |




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଜୁନ୍ ୩୦ ଯାଏଁ ବଢ଼ିଲା ଲକଡାଉନ୍ ଅବଧି

ଜୁନ୍ ୩୦ ଯାଏଁ ବଢ଼ିଲା ଲକଡାଉନ୍ ଅବଧି

Read More...

ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ ପକ୍ଷରୁ ସମୂହ ରାଷ୍ଟ୍ର ଗୀତ ଗାନ

ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ ପକ୍ଷରୁ ସମୂହ ରାଷ୍ଟ୍ର ଗୀତ ଗାନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: